Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |

23-Aug-2026

ଗଞ୍ଜେଇ ସହ ବ୍ରାଉନ ସୁଗାର ଜବତ କଲାବାଲିଗୁଡା ପୋଲିସ 

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଏକ ବ୍ରାଉନ ସୁଗାର ବେପାରୀକୁ ଗିରଫ କରିବାରେ ସଫଳ ହୋଇଛି ।ସୂଚନା ଅନୁସାରେ ବିଷ୍ପସ୍ତ ସୂତ୍ରରୁ ଖବର ପାଇ  ବାଲିଗୁଡ଼ା ପୁଲିସ ବାଲିଗୁଡ଼ା ଥାନା ଅଧୀନସ୍ଥ ଗୋଇବନ୍ଧା ବ୍ରିଜ୍ ନିକଟ ଏନଏଚ୍ ରାସ୍ତା ପାର୍ଶ୍ୱରେ ଚଢ଼ାଉ କରିଥିଲା।ତେବେ ଘଟଣା ସ୍ଥଳରୁ ୨୧ କିଲୋ ୧୦୦ ଗଞ୍ଜେଇ , ୬.୭ ଗ୍ରାମ ବ୍ରାଉନ ସୁଗାର ଓ ନଗଦ ବାର ହଜାର ଟଙ୍କା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ବାଲିଗୁଡ଼ା ଥାନା କଟାରିସାହି ର ରାଧେଶ୍ୟାମ କାର୍ଜି ବୟସ (୨୭)।ଏହି ବ୍ରାଉନ ସୁଗାର ନୟାଗଡ଼ ଓ ଖୋର୍ଦ୍ଧା ଅଞ୍ଚଳରୁ ଆଣି ବାଲିଗୁଡ଼ା ରେ ବ୍ୟବସାୟ କରୁଥିବା ବେଳେ 
ବାଲିଗୁଡ଼ା ଅଞ୍ଚଳରୁ ଆହୁରି ପାଞ୍ଚ ରୁ ଛଅ ଜଣ ସମ୍ପୃକ୍ତ ଥିବା ସନ୍ଦେହ କରୁଛି ପୋଲିସ।ଜବତ ଗଞ୍ଜେଇ ଓ ବ୍ରାଉନ ସୁଗାରର ମୂଲ୍ୟ ପାଖାପାଖି ୩ ଲକ୍ଷ ଟଙ୍କା ରୁ ଉର୍ଦ୍ଧ ହୋଇଥିବା ବେଳେ ବାଲିଗୁଡ଼ା ଥାନା କେଶ ନମ୍ବର ୨୧୫/୨୬ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା କହିଛନ୍ତି ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଶୁଭମ ଭୋସଲେ।

News Comment

You Might Also Like

BACK TO TOP