Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |

23-Aug-2026

ଧାରା ୩୦  ଗଞ୍ଜାମ ରେ  90 ଦିନ ପାଈଁ ଲାଗୁ, 
(ଜାଣନ୍ତୁ ଏହା କ’ଣ, କାହିଁକି ହୁଏ |

ଓଡିଶା ଜନ ମତ ବ୍ୟୁରୋ,

ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ  ପୋଲିସ ସଭା, ସମିତି ଓ ଶୋଭାଯାତ୍ରା ପାଇଁ ପୋଲିସ ଅନୁମତି ବାଧ୍ୟତାମୂଳକ। ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିଷ୍ପତ୍ତି କ୍ରମେ ଏସ୍‌ପି ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ଼ କରିବା ଏବଂ ଶାନ୍ତି ବଜାୟ ରଖିବା ପାଇଁ ଧାରା-୩୦ ଲାଗୁ କରାଯାଇଛି।
ଅଗଷ୍ଟ ୧୬ରୁ ନଭେମ୍ବର ୧୩ ପର୍ଯ୍ୟନ୍ତ ମୋଟ୍‌ ୯୦ ଦିନ ନିୟମ ବଳବତ୍ତର ରହିଛି। ସଭା, ସମିତି, ସମାବେଶ ଓ ଶୋଭାଯାତ୍ରା ପାଇଁ ୭୨ ଘଣ୍ଟା ପୂର୍ବରୁ ଆବେଦନ କରିବାକୁ ପଡ଼ିବ। ସ୍ଥାନ, ସମୟ, ଉଦ୍ଦେଶ୍ୟ, ରୁଟ୍‌, ସଂଖ୍ୟା, ଯାନବାହନର ବିବରଣୀ ମଧ୍ୟ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ ରହିଛି। ଏସ୍‌ଡିପିଓ କିମ୍ବା ଥାନା ଅଧିକାରୀଙ୍କଠାରୁ କାର୍ଯ୍ୟକ୍ରମ ଅନୁମତି ନେବାକୁ ହେବ।  ଏଥିରେ ସହଯୋଗ ପାଇଁ ରାଜନୈତିକ ଦଳ, ସାମାଜିକ ସଂଗଠନ ଓ ଲୋକଙ୍କୁ ଅନୁରୋଧ କରାଯାଇଛି। ନିୟମ ଉଲ୍ଲଂଘନ କଲେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଡ଼ା ଚେତାବନୀ ଦିଆଯାଇଛି । ବ୍ରହ୍ମପୁରଠାରୁ ଆରମ୍ଭ କରି ଛତ୍ରପୁର, ଭଞ୍ଜନଗର, ଆସିକା ଓ ହିଞ୍ଜିଳିକାଟୁ ପର୍ଯ୍ୟନ୍ତ ସମସ୍ତ ପ୍ରମୁଖ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସ୍ଥାନୀୟ ଥାନାଗୁଡ଼ିକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି

News Comment

You Might Also Like

BACK TO TOP