Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|

23-Aug-2026

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାଫେ ଉଦଘାଟିତ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୨୩/୦୮/୨୬ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ ହୋଇଛି। ରବିବାର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାଫେର ଶୁଭାରମ୍ଭ କରିଥିଲେ।ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କ ପାଇଁ ଏଠାରେ ମାଣ୍ଡିଆରେ ପ୍ରସ୍ତୁତ ସ୍ୱାସ୍ଥ୍ୟକର ଖାଦ୍ୟ ସହ କ୍ଷୀର, ଗରମ ପାଣି, ବିଶୁଦ୍ଧ ପାନୀୟ ଜଳ, ଚାହା, ବିସ୍କୁଟ, ଜଳଖିଆ ଓ ମିନି ମିଲ୍ସ ଉପଲବ୍ଧ ହେବ। ଏହାଦ୍ୱାରା ରୋଗୀ ଓ ସମ୍ପର୍କୀୟଙ୍କୁ ଖାଦ୍ୟପାନୀୟ ପାଇଁ ବାହାରକୁ ଯିବାର ଆବଶ୍ୟକତା କମିବ।ସୁଭଦ୍ରା ଶକ୍ତିର ମା’ମାନଙ୍କ ମାଧ୍ୟମରେ କାଫେ ପରିଚାଳନା କରାଯାଇ ସେମାନଙ୍କୁ ରୋଜଗାର ଓ ଆତ୍ମନିର୍ଭରତାର ସୁଯୋଗ ଦେବା ସରକାରଙ୍କ ଲକ୍ଷ୍ୟ ବୋଲି ମନ୍ତ୍ରୀ ଶ୍ରୀ ମଳିକ କହିଥିଲେ।କାର୍ଯ୍ୟକ୍ରମରେ ବିଭିନ୍ନ ସୁଭଦ୍ରା ଶକ୍ତିର ମା’ମାନଙ୍କ ସମେତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଇନ୍‌ଚାର୍ଜ ଡା. ନାରାୟଣ ସ୍ୱାଇଁ, ସମାଜସେବୀ ତଥା ଯୁବନେତା ପ୍ରଭାକର ପଣ୍ଡା ଓ ଦୀପକ କୁମାର ପ୍ରଧାନ, ସୁରେନ୍ଦ୍ର କରଣ, ରାମକୃଷ୍ଣ ପ୍ରଧାନ, ଦୀପକ ପୋଲାଈ, ପ୍ରଶାନ୍ତ ପ୍ରଧାନ କୃଷ୍ଣ ଚନ୍ଦ୍ର ଜେନା,ମୋତିରାମ ସାହୁ, ଯଜ୍ଞ ନାରାୟଣ ସାହୁ ସମେତ ବିଭିନ୍ନ ଗୋଷ୍ଠୀର ମହିଳା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP