Breaking News

ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||     

ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |

23-Aug-2026

ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ଆରମ୍ଭ  |

ଓଡିଶା ଜନ ମତ ବ୍ୟୁରୋ,

ପୁରୀ ସହର ସହିତ ଶ୍ରୀମନ୍ଦିର ଭିତରେ  ଆରମ୍ଭ ହୋଉ ଯାଇଛି ଝୁଲଣ ଜାତ ||ଏହା କେଉଁ କାଳରୁ ଆରମ୍ଭ ହୋଇଛି  || ତେବେ ଏହା ଦ୍ୱାପର ଯୁଗର ଶ୍ରୀକୃଷ୍ଣ ଓ ରାଧା ଙ୍କ କାହାଣୀ କୁ ନେଇ ଆଜି ପର୍ଯ୍ୟନ୍ତ ତାହା ବିଭିନ୍ନ ବିଷ୍ଣୁ, ରାଧା କୃଷ୍ଣ, ଗୋପୀନାଥ, ଓ ଜଗନ୍ନାଥ ମନ୍ଦିର,ମଠ ଗୁଡିକରେ ପାଞ୍ଚଦିନ ପାଳନ ହୋଇ ଥାଏ  ||କୁଞ୍ଜରେ ରାଧା ଓ କୃଷ୍ଣଙ୍କୁ ଦୋଳିରେ ବସାଇ ଝୁଲାଇବାର ସେବା ସେମାନଙ୍କୁ ମିଳିଲା। ଏହାକୁ ଝୁଲଣ ଯାତ୍ରା । କୁହା ଯାଇଥାଏ । ଗଜପତି ମହାରାଜା ଦିବ୍ୟସିଂହ ଦେବ (ଦ୍ଵିତୀୟ)ଙ୍କ ସମୟରେ ଏହା ଶ୍ରୀ ମନ୍ଦିରରେ ପ୍ରଥମେ ପାଳନ କରା ଯାଇଥିଲା ବୋଲି ଗବେଷକ ମାନେ ମତ ଦେଉଥିବା ବେଳେ ଶ୍ରୀମନ୍ଦିରରେ ଗୌଡ଼ୀୟ ବୈଷ୍ଣବମାନଙ୍କ ପ୍ରଭାବ ପଡ଼ିବା ପରେ ଏହି ଯାତ୍ରା ଆରମ୍ଭହୋଇଥିବା  ସୂଚନା ଦେଇଛନ୍ତି। ଗୌଡ଼ୀୟ ସମ୍ପ୍ରଦାୟର ରାଧାକୃଷ୍ଣ ହେଉଛନ୍ତି ଉପାସ୍ୟ ଦେବ ଦେବୀ। ସେଥ୍ ପାଇଁ ଶ୍ରୀକୃଷ୍ଣ ଗୋପରେ ଥିବାବେଳେ କରିଥିବା ରାସକୁ ସେମାନେ ଶ୍ରୀମନ୍ଦିରରେ ପ୍ରଚଳନ କରାଇଛନ୍ତି। ଶ୍ରୀମନ୍ଦିର ଭିତର ବେଢ଼ାର ଦକ୍ଷିଣ ପଟେ ମୁକ୍ତି ମଣ୍ଡପ ନିକଟରେ ଝୁଲଣ କୁଞ ନିର୍ମିତ ହୋଇ ହାଇଥାଏ । ୪୫ ଫୁଟ ଲମ୍ବ ଓ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ଏହି କୁଞ୍ଜଟିର ଛାଞ୍ଚ କାଠରେ ହୋଇଥିବା ବେଳେ ଏହାକୁ ଜରି, ସୋଲ ଓ କପଡ଼ାରେ ସଜ୍ଜିତକରାଯାଇଥାଏ। ଏହି ଝୁଲା ସହ ଗୋଟିଏ ଦଉଡ଼ି ଲାଗିଥାଏ, ଯାହାକୁ ଟାଣିଲେ ଝୁଲା ସହ ପ୍ରତିମା ମାନେ ଝୁଲନ୍ତି। ମଧ୍ୟାହ୍ନ ଧୂପନୀତି ପରେ ଶ୍ରୀମନ୍ଦିର ଦକ୍ଷିଣ ଘର ବାରଣ୍ଡାରେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା
ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀଙ୍କୁ ବେଶ କରାଯାଇ ଭୋଗ ଅର୍ପଣ ହୁଏ। ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ଦିଆଯିବା ପରେ ତିନିଜଣ ମହାଜନ ସେବକ ( ବିମାନ ବଡୁ ସେବାୟତ) ଉକ୍ତ ପ୍ରତିମା ମାନଙ୍କୁ ଜଗମୋହନ ଓ ବଟଦ୍ଵାର ଦେଇ ଝୁଲଣ କୁଞ୍ଜରଭିତର ଝୁଲାରେ ବିଜେ କରାନ୍ତି । ଝୁଲଣରେ ପଞ୍ଚୋପଚାର ପୂଜା ରେ ଖଇକୋରା ଭୋଗ ଅର୍ପଣ କରାଯିବା ପରେ ରନ୍ ସିଂହାସନସ୍ଥ ବିଗ୍ରହ ମାନଙ୍କ ର ଚନ୍ଦନଲାଗି ସମୟ ଯାଏ ପ୍ରତିମା ମାନେ ଏହି ଝୁଲଣରେ ଅବସ୍ଥାନ କରନ୍ତି।ତାପରେ ପିତୁଳା ଗୁଡ଼ିକୁ ଫେରାଇ ନିଆଯାଏ । ଏକାଦଶୀ ଦିନ ମଦନମୋହନଙ୍କ ବେଢ଼ା ପରିକ୍ରମା ସ୍ଵାଭାବିକ ଭାବରେ ଅନୁଷ୍ଠିତ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କ ସହ ଝୁଲଣ ମଣ୍ଡପକୁ ବିଜେ କରାଯାଏ। ଶେଷଦିନ ଘଣ୍ଟି, ଶଙ୍ଖ ସହ ପଞ୍ଚୋପଚାର ପୂଜା ଓ ବନ୍ଦାପନା କରାଯିବା ପରେ ବେଢ଼ାବୁଲି ସିଂହାସନରେ ବିଜେ ହୁଅନ୍ତି। ସଙ୍ଗୀତ, ବାଦ୍ୟ ଓ ନୃତ୍ୟ ମୁଖର ଝୁଲଣ ଯାତ୍ରାରେ ସୁସଜ୍ଜିତ ଦୋଳିରେ ରାଧା ଦାମୋଦରଙ୍କୁ ଦର୍ଶନ କରିବାପାଇଁ ଦୂରଦୂରାନ୍ତରୁ ଭକ୍ତମାନେ ପୁରୀରେ ଭିଡ଼ ଜମାନ୍ତି। କୀର୍ତନ ଓ ଭଜନ ରେ ଶ୍ରୀ ମନ୍ଦିର ବେଢା ପ୍ରକମ୍ପିତ ହୋଇଉଠେ । ଏହି ଝୁଲଣ ଉତ୍ସବ ଉ ଶ୍ରୀ କ୍ଷେତ୍ର ପୁରୀ ରେ ଥିବା ସମସ୍ତ ରାଧାକୃଷ୍ଣ ମନ୍ଦିର ଓ ମଠ ମାନଙ୍କରେ ପାଳନ କରାଯାଉ ଥିବାବେଳେ ରାଜ୍ୟ ର ବିଭିନ୍ନ ମନ୍ଦିର, ମଠ ଓ ଆଶ୍ରମ ମାନଙ୍କ ରେ ମଧ୍ଯ ପାଳିତ ହୋଇଥାଏ |

ମୋ: ୯୪୩୯୩୬୧୮୮୮

News Comment

You Might Also Like

BACK TO TOP