Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |

24-Aug-2026

ନିଖୋଜ ଛାତ୍ରଙ୍କ ମୃତଦେହ ନଦୀରୁ ଉଦ୍ଧାର

ଓଡିଶା ଜନମତ ରାୟଗଡା,୨୪/୦୮,

କାମେଶ୍ୱର କରକରିଆ :----

 ବୁଡ଼ାଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ର ଜଗନ୍ନାଥ ମାଝୀ (୧୫) ଗତକାଲିଠାରୁ ନିଖୋଜ ଥିବାବେଳେ ଆଜି ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଶିକରପାଇ ପଞ୍ଚାୟତର ବଡ଼ ମାଣିଝୋଲା ନଦୀରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ କାଶୀପୁର ବ୍ଲକ ମାଣ୍ଡିବିଶି ପଞ୍ଚାୟତ ରାସ୍ତୁଗୁଡା ଗ୍ରାମର ବିରସିଂ ମାଝୀଙ୍କ ପୁଅ ବୋଲି ଜଣାପଡ଼ିଛି। ଗତକାଲି ସେ ବିଦ୍ୟାଳୟରୁ ନିଖୋଜ ହେବା ପରେ ପରିବାର ଓ ପୋଲିସକୁ ଖବର ଦିଆଯାଇଥିଲା। ବହୁ ଖୋଜାଖୋଜି ସତ୍ତ୍ୱେ ତାଙ୍କ ସନ୍ଧାନ ମିଳିନଥିଲା। ତାଙ୍କ ମୋବାଇଲ ମଧ୍ୟ ସୁଇଚ୍‌ଅଫ୍‌ ଥିବାରୁ ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ନଦୀ ଅଞ୍ଚଳରେ ତଲାସି କରାଯାଇଥିଲା। ଶେଷରେ ଆଜି ଅଗ୍ନିଶମ ବିଭାଗ ତାଙ୍କ ମୃତଦେହ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ପରେ ପରିବାରକୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।

News Comment

You Might Also Like

BACK TO TOP