Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |

24-Aug-2026

 ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଘରେ  ଭିଜିଲାନ୍ସ ଚଢ଼ାଉ ||

ଓଡିଶା ଜନ ମତ ବ୍ୟୁରୋ, 

 ସରକାରୀ  ଅଧିକାରୀ କର୍ମଚାରୀଙ୍କୁ କେନ୍ଦ୍ର ସରକାର ଅବା ରାଜ୍ୟ ସରକାର ଯେତେବି ଦରମା ଦେଲେ ମଧ୍ୟ ଲୋକଙ୍କ ଠାରୁ ମିଛ କହି ସେମାନଙ୍କ ସରଳତାର ଫାଇଦା ଉଠାଇ  କିମ୍ବା ସେମାନଙ୍କ କିଛି କାର୍ଯ୍ୟକୁ କରିଦେବା ପାଈଁ କହି ଲକ୍ଷ, ଲକ୍ଷ ଟଙ୍କା ନେଇଯାଆନ୍ତି |  କିନ୍ତୁ ବେଳେବେଳେ ସେମାନଙ୍କ ପାପ କର୍ମ ଯୋଗୁଁ ଭିଜିଲାନ୍ସ ହାତରେ ଧରା ପଡି ଜେଲ ଯାଇ ଥାନ୍ତି |  ଏପରି ଜଣେ ଅବସର ପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ଅବସରପ୍ରାପ୍ତ ସିନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ ଭଞ୍ଜକିଶୋର ବେହେରାଙ୍କ ପାଟେଣିଗାଁ ଘରେ ଚଢ଼ାଉ କରିଛି ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ତତ୍କାଳୀନ ସିନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଭଞ୍ଜ କିଶୋର ବେହେରା, ପଞ୍ଚାୟତ ଏକଜିକ୍ୟୁଟିଭ ଅଫିସର ପ୍ରଦୀପ୍ତ କୁମାର ମଲ୍ଲିକ ୨୦୧୧-୧୨ ଏବଂ ୨୦୨୧-୨୨ରେ ସରକାରୀ ଅର୍ଥ ହଡ଼ପ କରିଥିବା ନେଇ ଅଭିଯୋଗ ହୋଇଥିଲା । ତାଙ୍କ ନାଁରେ ୩ କୋଟି ୨ଲକ୍ଷ ୯୫ହଜାର ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ଭଞ୍ଜ କିଶୋର ବେହେରାଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରା ଯାଉଛି ।

News Comment

You Might Also Like

BACK TO TOP