Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |

24-Aug-2026

ବେଆଇନ୍ ସ୍କୁଲ ବସ୍‌ ଉପରେ ଚଢାଉ କରି ୩ ବସ୍‌ ଜବତକଲେ କଟକ ପାରିବହନ  ବିଭାଗ  | 

ଓଡିଶା ଜନ ମତ ବ୍ୟୁରୋ,

 ଅଧିକାଂଶ ବସ ରେ ବିଭିନ୍ନ କାଗଜ ପତ୍ର, ଇନ୍ସୁରାନ୍ସ, ଠିକ ନଥାଇ ମଧ୍ୟ ସେମାନେ ସ୍କୁଲ ଗୁଡିକରେ ସେମାନଙ୍କ ଗାଡି ଗୁଡିକୁ ଭଡାରେ ଲଗାଇ ଛାତ୍ର, ଛାତ୍ରୀ ଙ୍କ ଜୀବନକୁ ବିପଦକୁ ଠେଲି ଦିଅନ୍ତି | ତେବେ ଏହି ଘଟଣା ଜାଣି କଟକ ପରିବହନ ବିଭାଗ ଅଧିକାରୀ ଘଟଣା ସ୍ଥଳକୁ ଯାଇ  ତିନିଗୋଟି ବସ କୁ ଜବତ କରିଛନ୍ତି | ସ୍କଲ ବସ୍‌ ଚଳାଚଳରେ ବେଆଇନ୍ କାରବାର । ଚଢ଼ଉ କରି ୩ଟି ବସ୍‌ ଜବତ କଲା କଟକ ପରିବହନ ବିଭାଗ। ସକାଳୁ ସକାଳୁ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଯାଉଥିବା ବେଳେ ଜାତମୁଣ୍ଡିଆ ଛକରେ ଏହି ବସ୍‌ଗୁଡ଼ିକ ଉପରେ ଚଢ଼ଉ କରାଯାଇଥିଲା । କଟକ ପରିବହନ ବିଭାଗ ଅଧିକାରୀ ବିଶ୍ୱଜିତ ଦାସଙ୍କ ନେତୃତ୍ୱରେ ଟ୍ରାଫିକ୍‌ ଇନ୍ସପେକ୍ଟର ରଞ୍ଜନ କୁମାର ଡୋରା ଏହି ଚଢ଼ଉ କରିଥିଲେ। ଚଢ଼ଉ ସମୟରେ ‘ଆଦିତ୍ୟ’ ନାମକ ୩ଟି ଘରୋଇ ବସ୍‌ ଧରାପଡ଼ିଥିଲା । ଯାଞ୍ଚ ବେଳେ ଦୁଇଟି ବସ୍‌ର କୌଣସି କାଗଜପତ୍ର ନଥିବା ବେଳେ ଅନ୍ୟ ଗୋଟିଏ ବସ୍‌ର ଫିଟନେସ୍‌ ନଥିବା ଜଣାପଡ଼ିଥିଲା । ନିୟମ ଉଲ୍ଲଂଘନ କାରଣରୁ ପରିବହନ ବିଭାଗ ୩ଟି ବସ୍‌କୁ ଜବତ କରିଛି । ସେଥିମଧ୍ୟରୁ ଗୋଟିଏ ବସ୍‌କୁ ସିଜ୍‌ କରି ନରାଜସ୍ଥିତ ପରିବହନ କାର୍ଯ୍ୟାଳୟକୁ ପଠାଯାଇଛି । ଅନ୍ୟ ଦୁଇଟି ବସ୍‌କୁ ଜାତମୁଣ୍ଡିଆ ପେଟ୍ରୋଲ ପମ୍ପରେ ରଖାଯାଇଛି । ତେବେ ପରିବହନ ବିଭାଗର ନିୟମକୁ ବାରମ୍ବାର ଖିଲାପ କରାଯାଉଥିବା ଅଭିଯୋଗ ଥିବାରୁ ଏହି ବସ୍‌ଗୁଡ଼ିକ ବିରୋଧରେ ଆହୁରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ମିଳିଛି । ଛାତ୍ରଛାତ୍ରୀଙ୍କୁ ନେଇ ଚାଲୁଥିବା ବସ୍‌ରେ ଫିଟନେସ୍‌ ଓ ଆବଶ୍ୟକ କାଗଜପତ୍ର ନଥିବା ଘଟଣା ସାମ୍ନାକୁ ଆସିବା ପରେ ଏବେ ପରିବହନ ବିଭାଗର ଆଗାମୀ ପଦକ୍ଷେପ ଉପରେ ନଜର ରହିଛି ।

News Comment

You Might Also Like

BACK TO TOP