Breaking News

ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||     

ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |

25-Aug-2026

 ବାଲିଚର ପାଲଟିଲା ଚାଷଜମି, ବର୍ଷାରେ ଭାଙ୍ଗିଲା ନୂଆବନ୍ଧ  | 

ଓଡିଶା ଜନ ମତ,ରାୟଗଡ଼ା, ତା ୨୫/୦୮, 

କାମେଶ୍ୱର କର କରିଆ :----

ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ କୈଳାଶପୁର ପଞ୍ଚାୟତ ସାନ ଖିଲାପଦର ଗ୍ରାମରେ ନବ ନିର୍ମିତ ବନ୍ଧର ଅଂଶ ପ୍ରଥମ ଲଗାଣ ବର୍ଷାରେ ଭାଙ୍ଗି ଯାଇଛି। ଫଳରେ ତଳମୁଣ୍ଡରେ ଥିବା ବହୁ ଚାଷଜମି ବାଲିଚର ପାଲଟି ଯାଇଛି।ଲଗାଣ ବର୍ଷାରେ ଜଳସ୍ତର ବୃଦ୍ଧି ପାଇବାରୁ ବନ୍ଧ ଭାଙ୍ଗି ପାଣି ସହ ବିପୁଳ ବାଲି ମାଟି ଚାଷଜମିକୁ ପଶିଛି। କିଛି ଦିନ ତଳେ ରୁଆ ହୋଇଥିବା ଧାନ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅନେକ ଜମିରେ ଆଣ୍ଠୁଏ ଉଚ୍ଚର ବାଲି ଜମି ରହିଥିବାରୁ ଗିର୍ଲିପଦର ଓ ସାନ ଖିଲାପଦର ଗ୍ରାମର ଚାଷୀ ଚିନ୍ତାରେ ପଡ଼ିଛନ୍ତି।ସୂଚନା ଅନୁସାରେ ୨୦୨୩-୨୪ ଏସଏଫସି ଯୋଜନାରେ ୩ ଲକ୍ଷ ଟଙ୍କା ବ୍ୟୟରେ ଏହି ବନ୍ଧ ନିର୍ମାଣ ହୋଇଥିଲା। ନିୟମ ଅନୁସାରେ ସୂଚନା ଫଳକ ରହିବା କଥା କିନ୍ତୁ ଫଳକ ନାହିଁ। ପାଣି ନିଷ୍କାସନ ବ୍ୟବସ୍ଥା ନ କରି ନିମ୍ନମାନର କାମ ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି।ଜମିରୁ ବାଲି ହଟାଇବାକୁ ଅତିରିକ୍ତ ଖର୍ଚ୍ଚ ସହ ଫସଲ ନଷ୍ଟରୁ ଚାଷୀ ଆର୍ଥିକ କ୍ଷତିରେ ପଡ଼ିଛନ୍ତି। ଏ ନେଇ କନିଷ୍ଠ ଯନ୍ତ୍ରୀ ସତ୍ୟ ରଞ୍ଜନ ନାୟକ ତଦନ୍ତ କରି ରିପୋର୍ଟ ଦେବେ ବୋଲି କହିଛନ୍ତି।ବନ୍ଧ ମରାମତି, ଜମିରୁ ବାଲି ହଟା ଓ କ୍ଷତିପୂରଣ ଦାବିରେ କାମେଶ ପିର୍ବାକା, ହରିଚନ୍ଦ୍ର ପିର୍ବାକା, ନୀଳାଦ୍ରି ପୁଷିକା, ସୁରେନ୍ଦ୍ର ପୁଲାକା ପ୍ରମୁଖ ଦାବି କରିଛନ୍ତି।

News Comment

You Might Also Like

BACK TO TOP