Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||

25-Aug-2026

 ଛେଳି ଚୋରି କରିବା ପଡ଼ିଲା ମହଙ୍ଗା,ଗାଡ଼ି ଓ ଛେଳି ଜବତସହ ତିନି ଅଭିଯୁକ୍ତ ଗିରଫ |

ଓଡିଶା ଜନ ମତ ବ୍ୟୁରୋ, 

 ଆଜି କାଲି କିଛି ବ୍ୟକ୍ତି ଚୋରି କରି ମାଲା ମାଲ ହେବା ସହ  କିଛି ମନ୍ଦ ବୁଦ୍ଧି ଯୋଗୁଁ ପୋଲିସ ହାତରେ ଧରା ପଡି ଜେଲ କୁ ଯାଇ ଛନ୍ତି ||ତାହାପୁଣି ଛେଳି ଚୋରି କରିବା ଘଟଣାରେ !|ବିଲରେ ଚରୁଥିବା ବେଳେ ବୋଲେରୋ ଗାଡ଼ିରେ ଛେଳି ଚୋରି କରି ନେଉଥିବା ୩ ଜଣ ଅଭିଯୁକ୍ତଙ୍କୁ କଳିଙ୍ଗନଗର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କୋରେଇ ଥାନା ଅନ୍ତର୍ଗତ ଖାସାଗାଡ଼ିଆ ଗ୍ରାମର ବିରଞ୍ଚି ମହାରଣା, ବ୍ରହ୍ମମୁଣ୍ଡା ଗ୍ରାମର ଆକାଶ କୁମାର ମୁଖୀ ଏବଂ ଅଳଦା ଗ୍ରାମର ମହେଶ୍ୱର ସାଙ୍ଖୁଆ।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୨ ତାରିଖ ଅପରାହ୍ନରେ ନଡିଆଭଙ୍ଗା ଗ୍ରାମର ଶଶ୍ମିତା ମୁଣ୍ଡାଙ୍କ ଦୁଇଟି ଛେଳି ଗାଁ ନିକଟସ୍ଥ ବିଲରେ ଚରୁଥିବା ବେଳେ ଉକ୍ତ ୩ ଜଣ ଏକ ବୋଲେରୋ ଗାଡ଼ି ଯୋଗେ ଆସି ସେଗୁଡ଼ିକୁ ଚୋରି କରି ନେଇଯାଇଥିଲେ। ଏ ନେଇ ଅଭିଯୋଗକାରିଣୀ ଶଶ୍ମିତା କଳିଙ୍ଗନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ।
ଅଭିଯୋଗ ଆଧାରରେ ପୋଲିସ କେସ୍ ନଂ ୨୪୩/୨୬, ଦଫା ୩୦୩(୨)/୩(୫) ବିଏନଏସ (BNS) ଅନୁଯାୟୀ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାରେ ସମ୍ପୃକ୍ତ ତିନି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚୋରିରେ ବ୍ୟବହୃତ ବୋଲେରୋ ଗାଡ଼ି ଏବଂ ଦୁଇଟି ଛେଳିକୁ ଜବତ କରାଯାଇଛି। ପରେ ଜବତ ହୋଇଥିବା ଛେଳି ଦୁଇଟିକୁ ଅଭିଯୋଗକାରିଣୀଙ୍କୁ ଜିମା ଦିଆଯାଇଥିବା ବେଳେ ଅଭିଯୁକ୍ତମାନଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି।

News Comment

You Might Also Like

BACK TO TOP