Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||

25-Aug-2026

ଦେଢ଼ ସହ କୋଟି ଟଙ୍କା ଠକେଇ ମାମଲା ରେ ୫ ଅଭିଯୁକ୍ତ ଗିରଫ

ଓଡିଶା ଜନ ମତ ବ୍ୟୁରୋ, 

 ଆଜିକାଲି ବହୁତ ଯୁବକ, ଯୁବତୀ  ଜନ ସାଧାରଣ ଙ୍କୁ ଠକିବା କାର୍ଯ୍ୟ ରେ ଲାଗି ତାଙ୍କୁ ସତ ମିଛ ମନଭୁଲା କଥା କହି ପରେ ସେମାନଙ୍କ ଠାରୁ ଲୁଟି ନିଅନ୍ତି ଲକ୍ଷ ଲକ୍ଷ କୋଟି ଟଙ୍କା | ତେବେ ଏପରି ଏକ ଚାଞ୍ଚଲ୍ୟ କର ଖବର ଦେଖିବାକୁ ମିଳିଛି ସିଲକ ସିଟି ବ୍ରହ୍ମ ପୁର ସହର ରେ ||ଚାକିରି ଦେବା ନାଁରେ ବେକାର ଯୁବକ-ଯୁବତୀଙ୍କଠାରୁ ପ୍ରାୟ ୧ କୋଟି ୫୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଶ୍ରୀ ମନୋରଞ୍ଜନ ମହାନ୍ତିଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜେ. ଜଗଦୀଶ କୁମାର ବେହେରାଙ୍କ ସମେତ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରିଛି। ଅଭିଯୋଗ ଅନୁସାରେ, ବିଭିନ୍ନ ବିଭାଗରେ ସରକାରୀ ଚାକିରି ଯୋଗାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀ ପ୍ରାର୍ଥୀଙ୍କଠାରୁ ବିପୁଳ ଟଙ୍କା ଆଦାୟ କରାଯାଇଥିଲା। ଅଭିଯୋଗକାରୀଙ୍କ ମାଧ୍ୟମରେ ଆଶାୟୀ ପ୍ରାର୍ଥୀଙ୍କଠାରୁ ସଂଗୃହୀତ ଟଙ୍କା ଆକ୍ସିସ୍ ବ୍ୟାଙ୍କ ଓ HDFC ବ୍ୟାଙ୍କ ଖାତାରୁ ଜଗଦୀଶ ବେହେରାଙ୍କ ଭୁବନେଶ୍ୱର ଏସ୍ପ୍ଲାନେଡ୍ ଶାଖାସ୍ଥିତ DBS ବ୍ୟାଙ୍କ ଖାତାକୁ ସ୍ଥାନାନ୍ତର ହୋଇଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି। ଏଥିସହ ସାକ୍ଷୀମାନଙ୍କ ଉପସ୍ଥିତିରେ ଜଗଦୀଶ ବେହେରାଙ୍କୁ ୯୮ ଲକ୍ଷ ଟଙ୍କା ନଗଦ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇର ଅନ୍ୟ ଏକ ଦିଗ ହେଉଛି, ଅଭିଯୁକ୍ତମାନେ ଚାକିରି ଆଶାୟୀଙ୍କ ମୂଳ ଶିକ୍ଷାଗତ ପ୍ରମାଣପତ୍ର ମଧ୍ୟ ନିଜ ପାଖରେ ରଖିଥିବା ଅଭିଯୋଗ ରହିଛି। ମୋଟ ୧,୫୦,୫୦,୪୯୮ ଟଙ୍କା ଠକେଇ ହୋଇଥିବା ନେଇ ଅଭିଯୋଗ ହୋଇଥିବାବେଳେ, ଘଟଣାର ଅଧିକ ତଦନ୍ତ ଜାରି ରହିଛି। ଠକେଇରେ ଆଉ କେତେଜଣ ସମ୍ପୃକ୍ତ ଅଛନ୍ତି ଏବଂ ଅନ୍ୟ ଆଶାୟୀମାନେ ମଧ୍ୟ ଏହାର ଶିକାର ହୋଇଛନ୍ତି କି ନାହିଁ, ସେନେଇ ପୋଲିସ ତଦନ୍ତ କରୁଛି।

News Comment

You Might Also Like

BACK TO TOP