Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |

26-Aug-2026

ସାହା କମିଶନ ବିଲ୍‌ ପ୍ରତ୍ୟାହାର ନ ହେଲେ ଶାସକ ଦଳର ସାଂସଦ ଓ ବିଧାୟକମାନଙ୍କ ଘର ଘେରାଉ କରିବ କଂଗ୍ରେସ   |

ଓଡିଶା ଜନ ମତ ବ୍ୟୁରୋ ,

 ଓଡିଶା ରେ କଂଗ୍ରେସ ର ବରିଷ୍ଟ ବିଧାୟକ  ସନ୍ତୋଷ ସିଂ ସାଲୁଜା କହିଛନ୍ତି ଯେ କଂଗ୍ରେସ ପକ୍ଷରୁ MMDR ବିଲ୍‌-୨୦୨୬କୁ ନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧରେ ତୀବ୍ର ସମାଲୋଚନା। ମାନ୍ୟବର ପାର୍ଲାମେଣ୍ଟାରୀ ଆଫେୟାର୍ସ ମନ୍ତ୍ରୀ ଏହି ବିଲ୍‌ ସମ୍ପର୍କରେ ନା ପଢ଼ିଛନ୍ତି ନା ଭଲଭାବେ ଜାଣିଛନ୍ତି ବୋଲି ଅଭିଯୋଗ କରିଛି କଂଗ୍ରେସ। ବିଲ୍‌ଟି ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇବା ଦିନଠାରୁ ଓଡ଼ିଶା ଆର୍ଥିକ କ୍ଷତିରେ ପଡ଼ିବ ସ୍ପଷ୍ଟ ହୋଇଥିଲା ବୋଲି ଦଳ କହିଛି।
କଂଗ୍ରେସର ଅଭିଯୋଗ ଅନୁସାରେ, ଶାହା କମିଶନଙ୍କ ରିପୋର୍ଟ ଆଧାରରେ ରାଜ୍ୟ ପାଇବାକୁ ଥିବା ପ୍ରାୟ ୧ ଲକ୍ଷ ୧୦ ହଜାର କୋଟି ଟଙ୍କା ଆଉ ମିଳିବ ନାହିଁ। ଏହା ସହ MMDR ବିଲ୍‌ ଯୋଗୁଁ ରାଜ୍ୟ ସରକାରଙ୍କ ପ୍ରାୟ ୨୦ ହଜାର କୋଟି ଟଙ୍କାର ରାଜସ୍ୱ କ୍ଷତି ହେବ ବୋଲି ଦଳ ଦାବି କରିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଖଣି ଖାତରୁ ରାଜ୍ୟ ସରକାର ୪୬ ହଜାର କୋଟି ଟଙ୍କା ରାଜସ୍ୱ ପାଇଥିବା ବେଳେ ଆଗାମୀ ଦିନରେ ଏହି ଆୟରେ ବଡ଼ ଧରଣର ହ୍ରାସ ଘଟିବ ବୋଲି କଂଗ୍ରେସ କହିଛି । ଏଥିସହ କେନ୍ଦ୍ରୀୟ ଯୋଜନାଗୁଡ଼ିକରେ ପୂର୍ବରୁ ୯୦:୧୦ ଅନୁପାତରେ ଅର୍ଥ ପ୍ରଦାନ ହେଉଥିବା ବେଳେ ବର୍ତ୍ତମାନ ତାହାକୁ ୬୦:୪୦ କରାଯାଉଥିବାରୁ ରାଜ୍ୟ ଉପରେ ଅଧିକ ଆର୍ଥିକ ଚାପ ପଡ଼ିବ ବୋଲି ଦଳ ଅଭିଯୋଗ କରିଛି। ମନରେଗା ଯୋଜନାରେ କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିବାରେ ରାଜ୍ୟ ସରକାର ବିଫଳ ହୋଇଥିବାରୁ ଅର୍ଥ ଫେରିଯାଉଛି ବୋଲି କହିଛି କଂଗ୍ରେସ।
MMDR ଆଇନ ଫଳରେ ଆଦିବାସୀ ଓ ଦଳିତ ସମ୍ପ୍ରଦାୟ ଅଧିକ ପ୍ରଭାବିତ ହେବେ ଏବଂ ସେମାନଙ୍କ ଅଧିକାର କ୍ଷୁଣ୍ଣ ହେବ ବୋଲି କଂଗ୍ରେସ ଆଶଙ୍କା ପ୍ରକାଶ କରିଛି। ଏନେଇ ଦୁଇ ଦିନିଆ ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବା ପାଇଁ କଂଗ୍ରେସ ବିଧାୟକ ଦଳ ଓ ପ୍ରଦେଶ କଂଗ୍ରେସ ସଭାପତି ମୁଖ୍ୟମନ୍ତ୍ରୀ, ବାଚସ୍ପତି ଓ ରାଜ୍ୟପାଳଙ୍କୁ ଚିଠି ଲେଖିଥିଲେ । ସର୍ବଦଳୀୟ ବୈଠକ ସମାପ୍ତ ହୋଇଥିବା ବେଳେ MMDR ବିଲ୍‌ ପ୍ରତ୍ୟାହାର ନ କରାଗଲେ ଆଗାମୀ ଦିନରେ ଶାସକ ଦଳର ସାଂସଦ ଓ ବିଧାୟକମାନଙ୍କ ଘର ଘେରାଉ କରାଯିବ ବୋଲି କଂଗ୍ରେସ ଚେତାବନୀ ଦେଇଛି। ଖୁବ୍ ଶୀଘ୍ର ଏନେଇ କାର୍ଯ୍ୟକ୍ରମର ତାରିଖ ଘୋଷଣା କରାଯିବ ବୋଲି କଂଗ୍ରେସର ବରିଷ୍ଠ ନେତା ସନ୍ତୋଷ ସିଂ ସାଲୁଜା କହିଛନ୍ତି।

News Comment

You Might Also Like

BACK TO TOP