Breaking News

ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||     

ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||

26-Aug-2026

ହିଞ୍ଜିଳି ପୋଲିସ ର ଜୁଆ ଆଡ୍ଡା ଉପରେ ଚଢ଼ାଉ ୧୧ ଜୁଆଡି ଗିରଫସହ ବହୁ ସାମାନ ଜବତ | 

ଓଡିଶା ଜନ ମତ ବ୍ୟୁରୋ,

 ମହା ଆନନ୍ଦ ରେ,ଖୁସି ଉଲ୍ଲାସ ରେ ଜୁଆ ଖେଳୁଥିଲେ ଯୁଆଡ଼ି ମାନେ |  ମନରେ ନଥିଲା ଭୟ କାରଣ ଭୟ ଟନିକ ସମସ୍ତେ ପାନ କରିଥିଲେ | ଅକାଳ ବଜ୍ରପାତ ଭଳି  କୌଣସି ଠାରୁ ଖବର ପାଇ ପୋଲିସ ପହଞ୍ଚି  ଟଙ୍କା, ମୋବାଇଲ ଓ ଦୁଇ ଚକିଆ ଗାଡି  ଜବତ କରିଛି ପୋଲିସ  | ଘଟଣାଟି ଘଟିଛି ହିଞ୍ଜିଳିକାଟୁ ପୌରପରିଷଦ ବଇଞ୍ଚବଣିଆ ଠାରେ ଜୁଆ ଆଡ୍ଡା ଚାଲିଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ୧୧ ଜଣ ଜୁଆଡିଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ଠାରୁ ନଗଦ ଅର୍ଥ ରାଶି ୪୮ହଜାର ୫୮୦ ଟଙ୍କା ସହ ,୩ଟି ମୋଟର ସାଇକେଲ ଓ ୧୧ଟି ମୋବାଇଲ ଫୋନ ଜବତ କରାଯାଇଛି। ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଛି।ଆଗକୁ ପ୍ରାବଣ ଋତୁ ଆସୁଥିବା ଯୋଗୁଁ ବେଆଇନ ଭାବେ ଚାଲୁ ଥିବା ସମସ୍ତ ଜୁଆ ଆଡ୍ଡା ଉପରେ ଚଢ଼ାଉ ଜାରି ରହିବ ବୋଲି ହିଞ୍ଜିଳି ଥାନାଧିକାରୀ  ଶ୍ରୀନିବାସ ସେଠୀ ସୂଚନା ଦେଇଛନ୍ତି।ଚଢାଉରେ  ହିଞ୍ଜିଳି ଥାନାର ଅନ୍ୟାନ୍ୟ କର୍ମଚାରୀ ମାନେ ଅଂଶ ଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP