Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||

26-Aug-2026

ପାଣ୍ଡିଆ ପଞ୍ଚାୟତ ରେ ବିଧାୟକ ଙ୍କ ଦ୍ୱାରା ହିତାଧି କାରୀଙ୍କୁ ରାସନ କାର୍ଡ ଓ ଭତ୍ତା ବଣ୍ଟନ |

ଓଡିଶା ଜନ ମତ, ପୁରୁଷୋତ୍ତମପୁର, ଶୁଭଙ୍କର ଦାଶ :----

ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ  ପଣ୍ଡିଆ ପଞ୍ଚାଯତଠାରେ  ମହିଳା ସରପଞ୍ଚ  ସବିତା ସେଠୀ ଏବଂ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ  ନିରଞ୍ଜନ ବୈଦ୍ୟ ଙ୍କ ମିଳିତ ସଂଯୋଜନା ରେ ଆଯୋଜିତ ଏକ ଭତ୍ତା ବଣ୍ଟନ ମେଳାରେ ମୁଖ୍ୟଅତିଥ୍ ଭାବେ କବିସୂର୍ଯ୍ୟ ନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ  30 ଜଣଙ୍କୁ ଭତ୍ତା ଓ 50 ଜଣ ହିତାକାରୀଙ୍କୁ  ରାସନ କାର୍ଡ ବଣ୍ଟନ କରିଛନ୍ତି । ଏହି ଉପଲକ୍ଷେ ପଞ୍ଚାଯତ କାର୍ଯ୍ୟାଳୟ ପରିସରରେ ବ୍ଲକ ଅଧକ୍ଷଙ୍କପ୍ରତିନିଧି ଜଗତ ବନ୍ଧୁ ପଣ୍ଡା , ସମିତିସଭ୍ୟ ସିମାଞ୍ଚଳ ଗୌଡ଼ ପୂର୍ବତନ ବ୍ଲକ ଅଧକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ଉପାଧକ୍ଷା ପ୍ରତିନିଧି ଲିଙ୍ଗରାଜ ବାରିକ,ସରପଞ୍ଚ ପ୍ରତିନିଧି ସନ୍ତୋଷ ସେଠୀ,କୈଳାସ ସେଠୀ, ବିଜେପି  ଝାଡ଼ ବାଇ ମଣ୍ଡଳ ସଭାପତି ଶ୍ରୀକାନ୍ତ ପଣ୍ଡା,  ଶିକୁଳା ଏ ଡି ଇ ଓ ଚନ୍ଦନ ନାୟକ ଙ୍କ ସହ ବହୁ ସଂଖ୍ୟାରେ ଦଳୀୟ କର୍ମା ଏବଂ ଶତାଧୂକ ଗ୍ରାମବାସୀ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP