Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||

28-Aug-2026

ମଞ୍ଚରେ ଅସୁସ୍ଥ ହେଲେ ପୀୟୁଷ, ବନ୍ଦ ହୋଇଗଲା ଯାତ୍ରା ମଞ୍ଚ  |

ଓଡିଶା ଜନ ମତ ବ୍ୟୁରୋ,

ଜଲିଉଡ  ର ନାମୀ ଦାମୀ ଖଳନାୟକ ଅଭିନେତା ଭାବେ , ଏବଂ ଯାତ୍ରା ଜଗତରେ ଚହଳ ପକାଉଥିବା  ଓ  ଦର୍ଶକ ଙ୍କୁ ନିଜର ଅଭିନୟ ରେ ବାନ୍ଧି ରଖିଥିବା ପିୟୁସ  ତ୍ରିପାଠୀ ଏକ ଯାତ୍ରା ମଞ୍ଚରେ ଅସୁସ୍ଥ ହୋଇ ପଡ଼ିଥିଲେ |ଚାଲିଥିଲା ଯାତ୍ରା। ହଠାତ୍ ହେଲା ବନ୍ଦ। ଯାତ୍ରା ପରିବେଷଣ ବେଳେ ଅସୁସ୍ଥ ହେଲେ ଲୋକପ୍ରିୟ ଅଭିନେତା ପୀୟୁଷ ତ୍ରିପାଠୀ। ସେ ମୁଣ୍ଡ ବୁଲାଇ ମଞ୍ଚରଉପରେ ପଡ଼ିଯାଇଥିବା ଜଣାପଡ଼ିଛି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବାସୁପାଲି ଗାଁରେ ଯାତ୍ରା ସିଂହବାହିନୀର ନାଟକ ପରିବେଷଣ ବେଳେ ପୀୟୁଷ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିଲା। ଚିକିତ୍ସା ପରେ ସେ ସୁସ୍ଥ ଥିବା ଜଣାପଡ଼ିଛି।ତେବେ ଏହି ଖବର ଶୁଣି ପିୟୁଷ ଙ୍କ ଫେନ ମାନେ  ଦୁଃଖ ଅନୁଭବ କରୁଥିଲା ବେଳେ ସେ ସୁସ୍ଥ ହୋଇଥିବା ଶୁଣି ବହୁତ ଖୁସି ବ୍ୟକ୍ତ କରିଛନ୍ତି ||

News Comment

You Might Also Like

BACK TO TOP