Breaking News

ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||     

ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |

29-Aug-2026

ଜଳିଗଲା କାର୍  ସୋରୁମ୍। 

ଓଡିଶା ଜନ ମତ, ବ୍ରହ୍ମପୁର,

 କୈଳାଶ ଚନ୍ଦ୍ର ଚୌଧୁରୀ :----
ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆ ପଦର ନୁଆ ବସ୍ ଷ୍ଟାଣ୍ଡ ନିକଟରେ ଥିବା ହୁଣ୍ଡାଇ କାର୍ ସୋରୁମ୍ ଅଗ୍ନି ସଂସ୍ପର୍ଶରେ ଆସି ଜଳି ଯାଇଛି। ଯାହା ଫଳରେ ଭିତରେ ଥିବା କିଛି କାର୍ ଓ ସ୍ପେର୍ ପାର୍ଟ୍ସ ଓ ବହୁ ଦାମିକା ଆସବାବପତ୍ର ସମେତ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜଳି ଯାଇଥିବା ଜଣାପଡିଛି। ଖବର ପାଇ ଅଗ୍ନିଶମ ବିଭାଗ ର ପ୍ରାୟ ୧୦ ଟି ଗାଡ଼ି ଓ ବିଭିନ୍ନ ନିଆଁ ଲିଭେଇବା ଯନ୍ତ୍ର ପହଞ୍ଚି ନିଆଁ ଲିଭେଇବା ପାଇଁ ଚେଷ୍ଟା ଚାଲିଛି। ବହୁ ସମୟ ଧରି ନିଆଁ ଲାଗିଥିବା ବେଳେ ନିଆଁ ଆୟତ ହୋଇ ପାରିନାହିଁ। କେଉଁ କାରଣରୁ ନିଆଁ ଲାଗିଛି ଜଣା ପଡ଼ିନାହିଁ।

News Comment

You Might Also Like

BACK TO TOP