Breaking News

ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||     

ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |

29-Aug-2026

ଘଟିଲା ଅଘଟଣ । ସର୍ପ ଦଂଶନ ରେ ଚାଲିଗଲା ୨ ଜୀବନ ।  

ଓଡିଶା ଜନ ମତ ବ୍ୟୁରୋ,

ମନ ଆନନ୍ଦରେ ଖାଇପିଇ ସୋଇଥିଲେ ସମସ୍ତେ ଆଉ ଭାଇ ଭଉଣୀ ମଧ୍ୟ ସୋଇଥିଲେ | ହେଲେ କିଏ ଜାଣି ଥିଲା କି ମୃତ୍ୟୁ ନିଜ ପାଖରେ ଜଗି ବସିଛି ||ସର୍ପ ଦଂଶନ  ରେ ଚାଲିଗଲା ଭାଇ ଭଉଣୀ ଙ୍କ ଜୀବନ  | ଏପରି ଏକ ଦୁଃଖଦ ପୂର୍ଣ୍ଣ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋସ ଥାନା ଗୀର୍ଜା ଟୋଲିରୁ ଆସିଛି ଏଭଳି ଅଭାବନୀୟ ଘଟଣା । ପୁରା ପରିବାରରେ ଖେଳିଯାଇଛି ଶୋକର ଛାୟା ।
ଖବର ଅନୁଯାୟୀ, ରାତିରେ ଖାଇ ସାରି ଶୋଇଥିଲେ ଭାଇ-ଭଉଣୀ । ଶୋଇଥିବା ଅବସ୍ଥାରେ ବିଷଧର ସାପ ଚୋଟ ମାରିଥିଲା । ଯାହା ପରେ ଭାଇ-ଭଉଣୀ ଦୁଇ ଜଣ ଅଚେତ ହୋଇ ପଡିଥିଲେ । ପରିବାର ଲୋକ ଏ ସଂପର୍କରେ ଜାଣି ତୁରନ୍ତ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେତେବେଳକୁ ହୋଇସାରିଥିଲା ବହୁ ବିଳମ୍ବ । ମେଡିକାଲରେ ଭାଇ-ଭଉଣୀଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର । ମୃତକଙ୍କ ମଧ୍ୟରେ ଭାଇ ସମୀର ହରୋ (ବୟସ ୧୦), ଭଉଣୀ ସାଇରନ ହରୋ (ବୟସ ୮ ବର୍ଷ ) ରହିଛନ୍ତି ।
ଅନ୍ୟପଟେ ଭାଇ-ଭଉଣୀଙ୍କ ମୃତ୍ୟୁର ଖବର ପାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି । ଦୁଇ ସନ୍ତାନଙ୍କୁ ହରାଇ ବାପା-ମାଆଙ୍କ ଆଖିରୁ ଲିଭୁନି ଲୁହ । କୋଳଶୁନ୍ୟ ପିତାମାତା ଏବେ ଭାଙ୍ଗିପଡିଛନ୍ତି

News Comment

You Might Also Like

BACK TO TOP