Breaking News

ଜମି ଦେବାକୁ କହି ଟଙ୍କା ଲୁଟିଥିବା ପୂର୍ବତନ ବିଜେଡି ମନ୍ତ୍ରୀଙ୍କ ପୁଅ ଗିରଫ ||   (29-Aug-2026)       ||      ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |   (29-Aug-2026)       ||      ବିଶ୍ୱର ସର୍ବ କନିଷ୍ଟ ରାଜାଙ୍କ 34 ବର୍ଷ ରେ ମୃତ୍ୟୁ ||   (29-Aug-2026)       ||      ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||     

ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |

29-Aug-2026

ବେଗୁନିଆପଡା ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ l

ଓଡିଶା ଜନମତ, ବେଗୁନିଆପଡା : 29/08/26 :

ଭଞ୍ଜ କିଶୋର ମହାରଣା l

ନେଗୁନିଆପଡା ବ୍ଲକ ପରିସରରେ ଶନିବାର ଦିନ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି l ବିଡ଼ିଓ ସୁନୀଲ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଅନ୍ୟତମ ଅତିଥି ଭାବେ ବ୍ଲକ  ଅଧ୍ୟକ୍ଷ୍ୟା ପ୍ରତିନିଧି ଦୁର୍ଯ୍ୟାଧନ ଗୌଡ଼ ଓ ସହାୟକ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ ଯୋଗଦେଇ ଭିନ୍ନକ୍ଷମଙ୍କୁ ସହଯୋଗ କରିଥିଲେ l ବେଗୁନିଆପଡା ପଞ୍ଚାୟତ ସମିତି ଅଧୀନ ବିଭିନ୍ନ ପ୍ରାନ୍ତରୁ ଶତାଧିକ ଭିନ୍ନକ୍ଷମ ଓ ଅଭିଭାବକ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ସାମିଲ ପାଇଁ ଯୋଗଦେଇଥିଲେ  l ଆଜିର ଏହି କାର୍ଯ୍ୟକ୍ରମ ରେ ଦୁଇଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକଲ ପ୍ରଦାନ କରାଯାଇଥିବା ବେଳେ ଦୁଇଜଣଙ୍କୁ ସ୍ୱତନ୍ତ୍ର କୋଟାରେ ଭତ୍ତା କାର୍ଡ ବଣ୍ଟନ କରାଯାଇଥିଲା ଏବଂ ବହୁ ଭିନ୍ନକ୍ଷମ ହିତାଧିକାରୀ ସେମାନଙ୍କ ନାମ ପଞ୍ଜିକରଣ କରିଥିଲେ ! ଏବିଡିଓ ନିରଞ୍ଜନ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

News Comment

You Might Also Like

BACK TO TOP