Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ଶବଯାତ୍ରାରେ ସଂକୀର୍ତନ କରୁଥିବା ବ୍ୟକ୍ତିଙ୍କ ପରଲୋକ |

30-Aug-2026

ଶବ ଶୋଭା ଯାତ୍ରାରେ ସଂକୀର୍ତ୍ତନ କରୁଥିଲେ, ସେ ବି ଶବ ହୋଇଗଲେ |

ଓଡିଶା ଜନ ମତ ବ୍ୟୁରୋ,

ପୁରୀ ସ୍ୱର୍ଗଦ୍ୱାରରେ ଆଜି ଏକ ଅଭାବ ନିୟ ଘଟଣା ଦେଖିବାକୁ ମିଳିଛି | ଜଣେ ବ୍ୟକ୍ତିଙ୍କ ଶବ ଧରି ପୁରୀ ସ୍ୱର୍ଗଦ୍ୱାର କୁ  ଆସିଥିଲେ କିଛି ଲୋକ ତାଙ୍କ ଶବ ଶୋଭାଯାତ୍ରାରେ ସଂକୀର୍ତ୍ତନ କରୁଥିବା ଜଣେ ବ୍ୟକ୍ତିଙ୍କର ହୃଦ୍‌ଘାତରେ ଜୀବନ ଚାଲିଯାଇଛି। ମୃତକ ହେଲେ ପୁରୀର ପ୍ରଭାତ ସାହୁ। ସୂଚନା ଅନୁସାରେ, ଆଜି ସକାଳେ ପୁରୀ ଗଜପତି ନଗର ଅଞ୍ଚଳର ବସନ୍ତ କୁମାର ଦାସଙ୍କ ପରଲୋକ ହୋଇଥିଲା।
ପୁରୀ ସ୍ୱର୍ଗଦ୍ୱାରରେ ଆଜି ଶବ ଶୋଭାଯାତ୍ରାରେ ସଂକୀର୍ତ୍ତନ କରୁଥିବା ଜଣେ ବ୍ୟକ୍ତିଙ୍କର ହୃଦ୍‌ଘାତରେ ଜୀବନ ଚାଲିଯାଇଛି। ମୃତକ ହେଲେ ପୁରୀର ପ୍ରଭାତ ସାହୁ। ସୂଚନା ଅନୁସାରେ, ଆଜି ସକାଳେ ପୁରୀ ଗଜପତି ନଗର ଅଞ୍ଚଳର ବସନ୍ତ କୁମାର ଦାସଙ୍କ ପରଲୋକ ହୋଇଥିଲା। ପରିବାର ଲୋକେ ତାଙ୍କ ଶବକୁ ହରିବୋଲ ହୁଳହୁଳି ଓ ସଂକୀର୍ତ୍ତନ ସହ ଘରଠାରୁ ସ୍ୱର୍ଗଦ୍ୱାରକୁ ଶବଦାହ ପାଇଁ ଆଣିଥିଲେ। ସଂକୀର୍ତ୍ତନ ମଣ୍ଡଳୀର ସଦସ୍ୟ ଭାବେ ପ୍ରଭାତ ସାହୁ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ଶବ ସ୍ୱର୍ଗଦ୍ୱାରରେ ପହଞ୍ଚିବା ପରେ ଦାହ ପୂର୍ବରୁ ସମସ୍ତେ ପ୍ରତୀକ୍ଷାଳୟରେ ବସିଥିଲେ। 
ସେହି ସମୟରେ ହଠାତ୍ ପ୍ରଭାତ ସାହୁ ଛାତିରେ ଯନ୍ତ୍ରଣା ଅନୁଭବ କରି ତଳେ ଟଳି ପଡିଥିଲେ। ତାଙ୍କୁ ତୁରନ୍ତ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦ୍‌ଘାତରୁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି। ଗୋଟିଏ ଶବ ଦାହ ହେବା ପୂର୍ବରୁ ଆଉ ଜଣେ ଶବ ହୋଇଯିବା ଘଟଣା ସମସ୍ତଙ୍କୁ ମର୍ମାହତ କରିଛି। ପ୍ରଭାତ ସାହୁ ଜଣେ ସରଳ ଓ ଧାର୍ମିକ ପ୍ରକୃତିର ବ୍ୟକ୍ତି ଥିଲେ ଏବଂ ଦୀର୍ଘ ଦିନ ଧରି ସଂକୀର୍ତ୍ତନ ମଣ୍ଡଳୀ ସହ ଜଡ଼ିତ ଥିଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏହି ଘଟଣା ପରେ ସ୍ୱର୍ଗଦ୍ୱାରରେ କିଛି ସମୟ ପାଇଁ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଏବଂ ତାଙ୍କର ଅମର ଆତ୍ମାର ସଦଗତି ପାଇଁ ସମସ୍ତେ ଜଗନ୍ନାଥ ଙ୍କ ପାଖରେ ପାର୍ଥନା କରିଛନ୍ତି |

News Comment

You Might Also Like

BACK TO TOP