Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ମରଣଯନ୍ତା ପାଲିଟିଛି ସଢ଼େଇ କଳା ବୁଢ଼ୀ ଠାକୁରାଣୀ ମନ୍ଦିର ସନ୍ନିକାଟ ରାସ୍ତା |

30-Aug-2026

ସରେଇକେଲା ବୁଢ଼ୀ ମାଁ ମନ୍ଦିର ନିକଟ ସଡ଼କ ପାଲଟିଛି ‘ମୃତ୍ୟୁଯନ୍ତା’ | 
ଓଡିଶା ଜନମତ ବରଗଡ଼ - ମନୋହର ଦାଶ
୨୪ ଘଣ୍ଟାରେ ୨ୟ ବାଇକ୍ ଦୁର୍ଘଟଣା, ପୁଣି ଗଲା ଜଣଙ୍କ ଜୀବନ
ପଦମ୍‌ପୁର-ଛତିଶଗଡ଼ ମୁଖ୍ୟ ରାସ୍ତାର ସରେଇକେଲା ସ୍ଥିତ ବୁଢ଼ୀ ମାଁ ମନ୍ଦିର ସମ୍ମୁଖରେ ସଡ଼କ ଦୁର୍ଘଟଣାର ସିରିଜ୍ ଥମିବାର ନାଁ ନେଉନାହିଁ। ଗତକାଲି ଏକ ବାଇକ୍ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଥିବା ବେଳେ, ମାତ୍ର ୨୪ ଘଣ୍ଟା ମଧ୍ୟରେ ଆଜି ପୁଣି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି  ।ମିଳିଥିବା ସୂଚନା ଅନୁଯାୟୀ, ଆଜି ଗୋଟିଏ ବାଇକ୍ ଛତିଶଗଡ଼ ପଟୁ ଆସୁଥିବା ବେଳେ ଅନ୍ୟ ବାଇକ୍‌ଟି ପଦମ୍‌ପୁର ଆଡ଼ୁ ବିପରୀତ ଦିଗରୁ ଆସୁଥିଲା। ବୁଢ଼ୀ ମାଁ ମନ୍ଦିର ନିକଟରେ ଦୁଇଟିଯାକ ବାଇକ୍‌ ମଧ୍ୟରେ ଅତି ତୀବ୍ର ବେଗରେ ମୁହାଁମୁହିଁ ଧକ୍କା ହୋଇଥିଲା। ଟକ୍କର ଏତେ ଭୟଙ୍କର ଥିଲା ଯେ ଦୁଇ ବାଇକ୍ ଚାଳକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଗତକାଲି ମଧ୍ୟ ଠିକ୍ ଏହି ସ୍ଥାନରେ ଏକ ବାଇକ୍ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତି ପ୍ରାଣ ହରାଇଥିଲେ। ମାତ୍ର ୨୪ ଘଣ୍ଟା ମଧ୍ୟରେ ଲଗାତାର ଦୁଇଟି ମୁହାଁମୁହିଁ ବାଇକ୍ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଯିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଓ ଶୋକର ଛାୟା ଖେଳିଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି। ତେବେ ଏହି ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ତୁରନ୍ତ ସ୍ପିଡ୍ ବ୍ରେକର୍ କିମ୍ବା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।

News Comment

You Might Also Like

BACK TO TOP