Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ର ଯୁକ୍ତ ତିନି ର ପ୍ରଥମ ବର୍ଷ ଛାତ୍ର, ଛାତ୍ରୀ ଙ୍କୁ ସ୍ୱାଗତ |

31-Aug-2026

ଇତିହାସ ବିଭାଗ ଯୁକ୍ତ-୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ବାଗତ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
  ତା ୩୧/୮/୨୦୨୬:- ----

ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଇତିହାସ ବିଭାଗ ଫକ୍ଷରୁ ଯୁକ୍ତ-୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ସ୍ବାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବିଭାଗ ଅଧ୍ୟାପିକା ଏନସିସି ଲେଫ୍ଟନାଣ୍ଟ ବିନତା କୁମାରୀ ଦାସଙ୍କ ପରିଚାଳନା ଏବଂ ଯୁକ୍ତ-୨ ଓ ଯୁକ୍ତ-୩ ବର୍ଷର ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମିଳିତ ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷ ଡ. ଭଗବାନ ତ୍ରିପାଠୀ, ପ୍ରଶାସନିକ ଅଧିକାରୀ ପ୍ରଫେସର ରୁଦ୍ର ପ୍ରସାଦ ଗୌଡ଼, ପରୀକ୍ଷା ପରିଚାଳନା ଅଧିକାରୀ ଅଧ୍ୟାପକ ମନୋଜ କୁମାର ସ୍ବାଇଁ, ଖେଳ ବିଭାଗ ଦୀପକ କୁମାର ସ୍ବାଇଁ, ଡ. ସୁଦାମ ସେଠୀ, ଅସୀତ କୁମାର ସାହୁ, ବସନ୍ତ କୁମାର ପାଣି ପ୍ରମୁଖ ଯୋଗଦେଇ ନବାଗତ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେବା ସହିତ ସ୍ବାଗତ ଓ ଶୁଭେଚ୍ଛା ଜଣାଇଥିଲେ।
ଗତ ୨୦୨୫ ସାଲରେ ଏହି ଇତିହାସ ବିଭାଗର ପ୍ରାକ୍ତନ ଛାତ୍ରୀ ଝରଣା ଭୂୟାଁ  ବିଶ୍ବବିଦ୍ୟାଳୟ ସ୍ତରରେ ସପ୍ତମ ସ୍ଥାନ ଅଧିକାର କରିଥିବାଯୋଗୁଁ ଇତିହାସ ବିଭାଗ ଫକ୍ଷରୁ ତାଙ୍କୁ ସ୍ଵତନ୍ତ୍ର ଭାବେ  ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବା ସହିତ ଶୁଭେଚ୍ଛା ଦିଆଯାଇଥିଲା। ଏଥିସହ ଏହି ବିଭାଗର ଅନ୍ୟ ସମସ୍ତ ଅଧ୍ୟାପକ, ଅଧ୍ୟାପିକାମାନେ ମଧ୍ୟ ନବାଗତ ଛାତ୍ରଛାତ୍ରୀମାନଙ୍କୁ ବିଭାଗର ଶିକ୍ଷାଦାନ ପ୍ରଣାଳୀ, ଶୈକ୍ଷିକ ପରିବେଶ ଓ ବିଭିନ୍ନ କାର୍ଯ୍ୟପ୍ରଣାଳୀ ସମ୍ପର୍କରେ ଅବଗତ କରିଥିଲେ। ପରେ  ନବାଗତ ଛାତ୍ରଛାତ୍ରୀମାନେ ମଧ୍ୟ ବିଭାଗର ବରିଷ୍ଠ ଛାତ୍ରଛାତ୍ରୀଙ୍କ ଠାରୁ ସହଯୋଗ ଏବଂ ସମସ୍ତ ଅଧ୍ୟାପକ ଅଧ୍ୟାପିକାମାନଙ୍କ ଆଶୀର୍ବାଦରେ ଅନୁପ୍ରାଣିତ ହୋଇ   ଉତ୍ତମ ଶିକ୍ଷା ଆହରଣ କରିବାକୁ ଆଶା ବ୍ୟକ୍ତ କରିଥିଲେ।ଶେଷରେ  ଲେଫ୍ଟନାଣ୍ଟ ବିନତା କୁମାରୀ ଦାସ ବିଭାଗର ମୁଖ୍ୟ ହିସାବରେ  ଉପସ୍ଥିତ ସମସ୍ତ  ମଞ୍ଚାସିନ ଅତିଥିବୃନ୍ଦ, ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP