Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବାଲିଗୁଡା ରେ ସ୍ୱାୟତ ଶାସନ ଦିବସ ପାଳିତ |

31-Aug-2026

ବାଲିଗୁଡା ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ଓଡିଶା ଜନମତ,ବାଲିଗୁଡା, ତା, ୩୧/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ ;------

 କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି | ଏହି ଅବସରରେ ପ୍ରତ୍ୟୁଷ ରୁ ସମଗ୍ର ସହର ରେ ରାମଧୁନ ପରିବେଷଣ କରାଯାଇଥିଲା l ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ, ଉପାଧ୍ୟାକ୍ଷା ଙ୍କ ସମେତ ସମସ୍ତ କର୍ମଚାରୀ ବିଭିନ୍ନ ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟାର୍ପଣ କରିବା ପରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ l ପରେ ପରେ ଅତିଥି ମାନଙ୍କ ଦ୍ୱାରା ଵୃଦ୍ଧାଶ୍ରମର ସମସ୍ତ ଅନ୍ତେବାସୀ, ଉପଖଣ୍ଡ ଚିକିତ୍ସାଳୟ ରେ ଚିକିସ୍ଥିତ ରୋଗୀ ମାନଙ୍କୁ ଏବଂ ଦୃଷ୍ଟିହୀନ ବିଦ୍ୟାଳୟ ରେ ଫଳ ବଣ୍ଟନ କରାଯାଇଥିଲା l ସ୍ଥାନୀୟ ଟାଉନ ହଲ ପରିସରରେ ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ର ସିଧା ପ୍ରସାରଣ କରାଯାଇଥିଲା l ଏ ନେଇ ଏକ ସାଧାରଣ ସଭା ର ଆୟୋଜନ ହୋଇଥିଲା, ଏଥିରେ ମୂଖ୍ୟ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟତମ ଅତିଥି ରୂପେ ଏନଏସି ଉପାଧ୍ୟକ୍ଷା ଶାନ୍ତି କୁମାରୀ ନାୟକ, ସାଂସଦ ପ୍ରତିନିଧି ସୁରେନ୍ଦ୍ର ପାତ୍ର, ବିଧାୟକ ପ୍ରତିନିଧି ଅବନୀ କାନ୍ତ ନାୟକ, କାଉନସିଲର ହରପ୍ରିୟା ତ୍ରିପାଠୀ, ନାରାୟଣ ଡାକୁଆ,ବିଭୂତି ଭୂଷଣ ଲହରିଆ, ଶଶୀ କୁମାର ଦିଗାଳ, ପଦ୍ମାଳୟା ନାୟକ, ରୀନା କୁମାରୀ ପଣ୍ଡା, ଗୀତା ମଳିକ ପ୍ରମୁଖ ଯୋଗ ଦେଇଥିଲେ | ଏଥିରେ ଏନ ଏ ସି କର୍ମଚାରୀ କମ୍ବୁପାଣି ପାଣିଗ୍ରାହୀ, ବାଇଧର ମଳିକ ଙ୍କ ସମେତ ସମସ୍ତ ସ୍ୱଚ୍ଛ ସାଥି ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ | ଶେଷରେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP