Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ଗାଁକୁ ପକ୍କା ରାସ୍ତା ନଥିବାରୁ ଖଟିଆ ରେ ନଦୀପାର ହୋଇ ବୁହା ହେଲେ ରୋଗୀ |

31-Aug-2026

ପୁଣି ଖଟିଆରେ ବୁହା ହେଲେ ରୋଗୀ

ପକ୍କା ରାସ୍ତା ନଥିବାରୁ ନଦୀ ପାର କରି ୨ କିମି ବୋହିଲେ ଗ୍ରାମବାସୀ

ଓଡିଶା ଜନମତ ରାୟଗଡା, ୩୧/୮,

କାମେଶ୍ୱର କରକରିଆ: -----

ଦୁର୍ଗମ ଅଞ୍ଚଳରେ ଏବେ ବି ବିକାଶର ବାସ୍ତବ ଚିତ୍ର ସାମ୍ନାକୁ ଆସୁଛି। ଗାଁକୁ ପକ୍କା ରାସ୍ତା ନଥିବାରୁ ପୁଣି ଜଣେ ଅସୁସ୍ଥ ରୋଗୀଙ୍କୁ ଖଟିଆରେ ବୋହି ନଦୀ ପାର କରାଯାଇ ମୁଖ୍ୟ ରାସ୍ତା ପର୍ଯ୍ୟନ୍ତ ନିଆଯାଇଛି। ଏଭଳି ଅଭାବନୀୟ ଘଟଣା ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଡଙ୍ଗାସିଲି ପଞ୍ଚାୟତର ସିସପାସ ଗାଁରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ସିସପାସ ଗାଁର ଗୋପୀନାଥ ସାହୁ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନେବା ଆବଶ୍ୟକ ହୋଇଥିଲେ ମଧ୍ୟ ଗାଁକୁ ଯିବା ପାଇଁ ପକ୍କା ରାସ୍ତା ନଥିବାରୁ ଆମ୍ବୁଲାନ୍ସ ପହଞ୍ଚିପାରି ନଥିଲା। ଫଳରେ ପରିବାର ଲୋକ ଓ ଗ୍ରାମବାସୀ ତାଙ୍କୁ ଖଟିଆରେ ବୋହି ନେଇଥିଲେ। ଗାଁଠାରୁ ମୁଖ୍ୟ ରାସ୍ତାର ଦୂରତା ପ୍ରାୟ ଦୁଇ କିଲୋମିଟର ହୋଇଥିବା ବେଳେ ରାସ୍ତା ମଝିରେ ରହିଛି ଏକ ନଦୀ। ରୋଗୀଙ୍କୁ ଖଟିଆରେ ବୋହି ଗ୍ରାମବାସୀ ବିପଦସଙ୍କୁଳ ଭାବେ ନଦୀ ପାର କରିଥିଲେ। ପରେ ପ୍ରାୟ ଦୁଇ କିଲୋମିଟର ଖଟିଆରେ ବୋହି ମୁଖ୍ୟ ରାସ୍ତାକୁ ଆଣିଥିଲେ। ସେଠାରୁ ଏକ ଅଟୋ ଯୋଗେ ଗୋପୀନାଥଙ୍କୁ ଟିକିରି ଉଷାପଡ଼ାସ୍ଥିତ ଡାକ୍ତରଖାନାକୁ ନିଆଯାଇଥିଲା। ସିସପାସ ଗାଁକୁ ପକ୍କା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦୀର୍ଘଦିନ ଧରି ଦାବି କରିଆସୁଛନ୍ତି। ହେଲେ ଏଯାଏଁ ରାସ୍ତା ସମସ୍ୟାର ସମାଧାନ ହୋଇନାହିଁ। ଫଳରେ ବର୍ଷା ଦିନେ ଗ୍ରାମବାସୀଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିଯାଉଛି। ବିଶେଷକରି ଜରୁରୀ ସମୟରେ ଆମ୍ବୁଲାନ୍ସ ଗାଁରେ ପହଞ୍ଚି ନପାରିବାରୁ ରୋଗୀଙ୍କୁ ଏଭଳି ଖଟିଆରେ ବୋହି ନେବାକୁ ପଡ଼ୁଛି। ସରକାର ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାର ବିକାଶ ଓ ସମସ୍ତ ଗାଁକୁ ପକ୍କା ରାସ୍ତା ସଂଯୋଗର ଦାବି କରୁଥିବା ବେଳେ ସିସପାସ ଗାଁର ଏହି ଦୃଶ୍ୟ ବାସ୍ତବ ସ୍ଥିତିକୁ ପଦାକୁ ଆଣିଛି। ତୁରନ୍ତ ଗାଁକୁ ପକ୍କା ରାସ୍ତା ନିର୍ମାଣ କରିବା ସହ ନଦୀ ଉପରେ ଆବଶ୍ୟକ ଯାତାୟାତ ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

News Comment

You Might Also Like

BACK TO TOP