Breaking News

ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||     

ହାତୀଓଟୋ ଗଙ୍ଗାଧର ବିଜ୍ଞାନ ମହାବିଦ୍ୟଳୟ ରେ ଓଡିଶା ମିଶନ ପ୍ରଶକ୍ଷିଣ କାର୍ଯ୍ୟକ୍ରମ ଅନୁଷ୍ଠିତ |

31-Aug-2026

ଜି.ଏସ.ବି.ଏସ. ମହାବିଦ୍ୟାଳୟ ହାତୀଓଟରେ ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ,ପୋଲସରା, ତା.୩୧/୦୮/୨୬,

ସନ୍ତୋ କୁମା ପଣ୍ଡ :-====

 ବ୍ଲକ ଅନ୍ତର୍ଗତ ହାତୀଓଟ ସ୍ଥିତ ଗଙ୍ଗାଧର ସାହୁ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ  ପରିସରରେ ଏନଏସଏସ ୟୁନିଟ ତରଫରୁ ମହାବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ଯାଜ୍ଞସେନୀ ସାହୁଙ୍କ ସଭାପତିତ୍ୱରେ ସୁପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି  ଭାବେ ପୋଲସରା ସିଡ଼ିପିଓ ଶ୍ରୀମତୀ ତିଲୋତ୍ତମା ରାଉତ ଏବଂ ସୁପରଭାଇଜର ଶ୍ରୀମତୀ ସବିତା ଶବର ଓ ବତିଶି ଜଣ ଅଙ୍ଗନୱାଡି କର୍ମୀ ଯୋଗଦେଇଥିଲେ l ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀମତୀ ରାଉତ ସମାଜର ଶିଶୁମାନେ କିପରି ସୁପୋଷିତ ହେବେ, ସରକାରଙ୍କ ସୁବିଧା ସୁଯୋଗ, ଅଙ୍ଗନାୱାଡି କର୍ମୀଙ୍କ ଦାୟିତ୍ୱ ଓ ଜନସଚେତନତା ସମ୍ପର୍କରେ  ସୂଚନା  ପ୍ରଦାନ କରିଥିଲେ   ଏବଂ ଯୁବ ଛାତ୍ରୀଙ୍କ ଭୂମିକା ସମ୍ପର୍କରେ ଆଲୋକପାତ  କରିଥିଲେ l ପରେ ସୁପରଭାଇଜର ଶ୍ରୀମତୀ ସବିତା ଶବର ପ୍ରଶିକ୍ଷଣ ଉପକରଣକୁ ନେଇ ମହାବିଦ୍ୟାଳୟର ଛାତ୍ରୀମାନଙ୍କୁ  ତାଲିମ୍ ପ୍ରଦାନ କରିଥିଲେ  l ଆଜିର କାର୍ଯ୍ୟକ୍ରମକୁ ଏନ.ଏସ.ଏସ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ଜାନକୀ କୁମାରୀ ସାହୁ ପରିଚାଳନା କରିଥିଲେ I

News Comment

You Might Also Like

BACK TO TOP