Breaking News

ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||     

ଖଲ୍ଲିକୋଟ ରେ ଆଞ୍ଚଳିକ ସ୍ତରୀୟ ସମୁହକ୍ରୀଡା ପ୍ରତିଯୋଗୀ ତା ଅନୁଷ୍ଠିତ |

31-Aug-2026

ଖଲ୍ଲିକୋଟ : ଆଂଚଳିକ ସ୍ତରୀୟ ସମୂହ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ଉଭୟ କ୍ରୀଡା ଓ କ୍ରୀଡ଼ାବିତଙ୍କ ବିକାଶରେ 
ସମୂହ ବିକାଶ | 

ଓଡିଶା ଜନ ମତ ବ୍ୟୁରୋ , 

କ୍ରୀଡା ତଥା କ୍ରୀଡାବିତଙ୍କ ବିକାଶ ହେଲେ ଶିକ୍ଷାର ବିକାଶ ହୋଇପାରିବ । ଏହି ପରିପ୍ରେକ୍ଷୀରେ ଖଲ୍ଲିକୋଟ ସ୍ଥିତ ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଜୋନ୍:- ୧ ପକ୍ଷରୁ ଶୁଭ ଉଦଘାଟିତ ହୋଇଯାଇଛି । ଖଲ୍ଲିକୋଟ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସତ୍ୟନାରାୟଣ ଦାସ ମୁଖ୍ୟ ଅତିଥି ରୂପେ ଯୋଗଦେଇ ପତାକା ଉତ୍ତୋଳନ କରି ପ୍ରତିଯୋଗିତାର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଆୟୋଜିତ ଉତ୍ସବରେ ବ୍ଲକ ସମୂହ କ୍ରୀଡା ପ୍ରତିଯୋଗିତାର ସମ୍ପାଦକ ପୀତବାସ ମହାପାତ୍ର ପ୍ରାକ ସୂଚନା ପ୍ରଦାନ କରିଥିଲା ବେଳେ ଗୋପପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା ସ୍ଵତନ୍ତ୍ର ଅତିଥି, ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଚନ୍ଦ୍ରକଳା ବେହେରା,  ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ସମ୍ମାନୀତ ଅତିଥି ଭାବେ ଯୋଗଦାନ କରି ଛାତ୍ରଛାତ୍ରୀମାନେ କିଭଳି କ୍ରୀଡା ପ୍ରତି ଆକର୍ଷିତ ହେବେ, ସଫଳ କ୍ରୀଡାବିତ ସୃଷ୍ଟି କରି ପ୍ରୋତ୍ସାହିତ କରିବା, ଶାରିରୀକ ସୁସ୍ଥତା ଦିଗରେ କ୍ରୀଡାର ଆବଶ୍ୟକତା ଆଦି ବହୁବିଧ ଦିଗ ଉପରେ ସାରସ୍ବତ ବକ୍ତବ୍ୟ ପ୍ରଦାନ କରିଥିଲେ । ଅନୁଷ୍ଠିତ ପ୍ରତିଯୋଗିତାରେ ଆଭାସ, ମଥୁରା, ଚିକିଲି, କନକା, ବଧିନୂଆପଲ୍ଲୀ କ୍ଲଷ୍ଟର୍ ଅଧୀନସ୍ଥ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଠନରତ ୧୪ ବର୍ଷରୁ କମ୍, ୧୭ ବର୍ଷରୁ କମ୍ ବାଳକ, ବାଳିକା ଦୌଡ ପ୍ରତିଯୋଗିତା, ଲମ୍ବ ଡିଆଁ, ଉଚ୍ଚ ଡିଆଁ, ଡିସକସ ଥ୍ରୋ, ଜାଭେଲିନ୍ ଥ୍ରୋ ଆଦି ପ୍ରତିଯୋଗିତାରେ ବହୁ ସଂଖ୍ଯାରେ ଅଂଶଗ୍ରହଣ କରିଥିଲେ । କ୍ରୀଡା ପ୍ରତିଯୋଗିତାରେ ଆଞ୍ଚଳିକ ସମ୍ପାଦକ ଆଶୁତୋଷ ପ୍ରଧାନ, ଶାରିରୀକ ଶିକ୍ଷା ପ୍ରଶିକ୍ଷକ ସୁକାନ୍ତ କୁମାର ବେହେରା, ଜ୍ଯୋତ୍ସ୍ନାବାଳା ସେନାପତି, ସୁବାସ ଚନ୍ଦ୍ର ସାହୁ, ମହନ୍ତ କୁମାର ଜେନା, ରଜତ କୁମାର ସାମନ୍ତ, ପ୍ରଶିକ୍ଷିକା ମଧୁମିତା ଦାଶ, ଦୀପ୍ତିମୟୀ ପାତ୍ରଙ୍କ ସମେତ ବହୁ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ ।

ରିପୋର୍ଟ:-
ଡକ୍ଟର ଦ୍ବାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP