Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

ମେଲେରିୟା ରୋଗ ସଚେତନତା ସ୍ଵାସ୍ତ୍ୟ ଶିବିର ଅନୁଷ୍ଠିତ |

31-Aug-2026

ମ୍ୟାଲେରିଆ ରୋଗ ସଚେତନl ଓ ସ୍ଵାସ୍ଥ୍ୟ ଶିବିର 

ଓଡିଶା ଜନ ମତ ବ୍ୟୁରୋ,

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଚିର ନିରୋଗ ପାଇଁ ବିଷମ ଜ୍ୱର ସଚେତନା ଓ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି ମ୍ୟାଲେରିଆ କାରଣ ଓ ନିରାକରଣ ସମ୍ବନ୍ଧରେ ସଚେତନ କରାଇଥିଲେ l ଭାରତୀୟ ଚିକିତ୍ସା ବିଜ୍ଞାନରେ ପାଞ୍ଚ ହଜାର ବର୍ଷ ପୂର୍ବରୁ ବିଷମଜ୍ଵର ସମ୍ବନ୍ଧରେ ଲେଖା ଯାଇଛି।ମଶା କାମୁଡ଼ିଲେ ଏହି ରୋଗ ହୁଏ। ଜ୍ୱର ଲାଗିରହିଲେ ସନ୍ତତ, ଚବିଶ ଘଣ୍ଟାରେ ଦୁଇ ଥରେ ଆସିଲେ ସତତ, ପ୍ରତିଦିନ ଥରେ ହେଲେ ଅନ୍ୟେଦ୍ୟୁଷ୍କ, ତିନି ଦିନରେ ଥରେ ହେଲେ ତୃତୀୟକ, ଚାରିଦିନରେ ଥରେ ହେଲେ ଚତୁର୍ଥକ କୁହଯାଏ l ଜ୍ୱର ଆସିଲେ ମୁଣ୍ଡବ୍ୟଥା, ପ୍ରବଳ କମ୍ପ ପରେ ଝାଳ ବାହାରି ଜ୍ୱର ଛାଡି ଯାଏ ପୁଣି ହୁଏ l ମଶା କାମୁଡା, ମଶା ଠାରୁ ନିଜକୁ ରକ୍ଷାକରିବା ପାଇଁ ଘର ଚାରିପାଖ ସଫା ରଖନ୍ତୁ, ପାଣି ଜମିବାକୁ ଦିଅନ୍ତୁ ନାହିଁ, ନିମ୍ବ ତେଲ ଦେହରେ ଲଗାନ୍ତୁ l ଗଙ୍ଗଶିଉଳି ପତ୍ର ରସ, କଣ୍ଟା ମାରିଶ ମୂଳ, ଶଙ୍ଖପୁଷ୍ପୀ ଯେକୌଣସି ଗୋଟିଏ ଚିକିତ୍ସକଙ୍କ ପରାମର୍ଶରେ କିଛିଦିନ ଖାଇଲେ ଜ୍ୱର ଭଲ ହୋଇଯାଏ l ଏହି ପlରlସଇଟ ଯକୃତରେ ଲୁଚନ୍ତି ଏଣୁ ଜ୍ୱର ଭଲହେବା ପରେ ମଧ୍ଯ କିଛିଦିନ ଔଷଧ ଖାଇବାକୁ ପଡେ। ମଶା ଘଉଡାଇବା ପାଇଁ ନିମ୍ବ ପତ୍ର, ବେଗୁନିଆ ପତ୍ର, ଝୁଣା ଧୂପ ଓ ନିମ୍ବ ତେଲ ଦୀପ ଦେଲେ କିଛି ଦିନ ମଶା ଆସନ୍ତି ନାହିଁ l 
ଏହି ଅବସରରେ ରୋଗୀଙ୍କ ନାଡୀ,ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ଡି. ଶ୍ରୀନିବାସ ରାଓ ସହଯୋଗ କରିଥିଲେ l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡଃ ସାହୁ ଅନୁରୋଧ କରିଛନ୍ତି l
ଫୋନ 9861450612,

News Comment

You Might Also Like

BACK TO TOP