Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ଜାଗିଲି ପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୂତନ ବିଦ୍ୟାର୍ଥୀ ଙ୍କୁ ସ୍ୱାଗତ ଉତ୍ସବ |

02-Sep-2026

କାଳିମେଘି-ଜାଗିଲିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ବିଦ୍ୟାର୍ଥୀଙ୍କ ସ୍ୱାଗତ ଉତ୍ସବ l

ଓଡିଶା ଜନମତ, କୋଦଳା : 02/09/26

ନରେନ୍ଦ୍ର ନାଥ ଗୌଡ଼ l

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ କାଲିମେଘି ପଞ୍ଚାୟତର କାଳିମେଘି-ଜାଗିଲିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୁଧବାର ଦିନ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଦ୍ୱାରା ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାଗତ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଇଓ ରୁଦ୍ର ନାରାୟଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂତନ ଭାବେ ଯୋଗ ଦେଇଥିବା ଛାତ୍ରଛାତ୍ରୀଙ୍କୁ ଉଜ୍ଜଳ ଭବିଷ୍ୟତ ପାଇଁ ପରିଶ୍ରମ କରିବା ସହ ପାଠପଢାର ମହତ୍ୱ ହୃଦୟଙ୍ଗମ କରି ସମାଜରେ ନିଜନିଜର ଛାପ ଛାଡିବା ପାଇଁ ପ୍ରେରଣା ଦେଇଥିଲେ l ମୁଖ୍ୟ ବକ୍ତା କ୍ରୀଡା ଶିକ୍ଷକ ଭଗବାନ ପଣ୍ଡା ଏବଂ ସମ୍ନାନିତ ଅତିଥି ଭାବେ ସିଆରସିସି ଅଜିତ କୁମାର ମିଶ୍ର ଯୋଗଦେଇ ଶିକ୍ଷା କ୍ଷଣିକ ନୁହଁ ଦୀର୍ଗାସ୍ଥାୟୀ ହେବା ଆବଶ୍ୟକ ବୋଲି ବିଦ୍ୟାର୍ଥୀ ମାନଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ବରିଷ୍ଟ ଓକିଲ ବାଳକୃଷ୍ଣ ପଣ୍ଡା ସମେତ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ପରିଚାଳନା କମିଟି ସଦସ୍ୟ, ଛାତ୍ରଛାତ୍ରୀ,ବିଦ୍ୟାଳୟ ସଦସ୍ୟ ଯୋଗଦେଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l ଏହି ଅବସରରେ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଥିଲେ l

News Comment

You Might Also Like

BACK TO TOP