Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

କଞ୍ଚାଣା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ଆଞ୍ଚଳିକ ସ୍ତରୀୟ ସମୂହ କ୍ରୀଡା ପ୍ରତି ଯୋଗିତା |

02-Sep-2026

କଞ୍ଚଣା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଆଞ୍ଚଳିକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ l

ଓଡିଶା ଜନମତ, ବେଗୁନିଆପଡା : 02/09/26 :

ଭଞ୍ଜ କିଶୋର ମହାରଣା l

ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କଞ୍ଚଣା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଜୋନ୍-03 ଆଞ୍ଚଳିକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ, ଶିକ୍ଷକ କର୍ମଚାରୀ ଏବଂ ଏସଏମସି ସଦସ୍ୟମାନଙ୍କ ମିଳିତ ସହଯୋଗରେ 14 ଓ 17 ବର୍ଷରୁ କମ୍ ବାଳକ ଓ ବାଳିକାମାନଙ୍କୁ ନେଇ ଏହି ଦୁଇ ଦିନିଆ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ ହୋଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା କାର୍ଯ୍ୟକ୍ରମର ଆବାହକ  ଯୁଧିଷ୍ଠିର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉଦ୍‌ଘାଟନୀ ସମାରୋହରେ ଖଲ୍ଲିକୋଟ ବ୍ଲକ ଶିକ୍ଷା ଅଧିକାରୀ ସତ୍ୟନାରାୟଣ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ଏହା ସହିତ କଞ୍ଚଣା କ୍ଲଷ୍ଟର ସିଆରସିସି  ପବିତ୍ର ବେହେରା, ଅନାଥ ବେହେରା,ପ୍ରଶାନ୍ତ କୁମାର ସେଠୀ, କଞ୍ଚଣା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶାରୀରିକ ଶିକ୍ଷା ଶିକ୍ଷକ କୈଳାଶ ଚନ୍ଦ୍ର ବେହେରା, କ୍ରୀଡା ଶିକ୍ଷକ ପୀତବାସ ମହାପାତ୍ରଙ୍କ ସମେତ ବ୍ଲକର ସମସ୍ତ କ୍ରୀଡା ଶିକ୍ଷକ, ଶିକ୍ଷୟିତ୍ରୀ,ଅନ୍ୟତମ ଅତିଥି ଭାବେ ମଞ୍ଚାସୀନ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି କ୍ରୀଡ଼ା ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ପ୍ରଦର୍ଶନ କରୁଛନ୍ତି। ଉପସ୍ଥିତ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ଶୃଙ୍ଖଳିତ ଭାବେ ଖେଳ ପ୍ରଦର୍ଶନ କରିବାକୁ ପରାମର୍ଶ ଦେଇଥିଲେ।

News Comment

You Might Also Like

BACK TO TOP