Breaking News

ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||     

ଏଡ଼ସ ରୋଗର ନିରାକାରଣ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||

02-Sep-2026

ଏଡସ ରୋଗ ନିରାକରଣର ଅମୋଘ ଅସ୍ତ୍ର ସଚେତନତା

ଓଡିଶା ଜନମତ:ସନ୍ତୋଷ କୁମାର ପଣ୍ଡା
୦୨/୦୯/୨୦୨୬ପୋଲସରା :----

ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନିର୍ଦେଶ କ୍ରମେ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଏନଏସଏସ ର ମିଳିତ ଆନୁକୂଲ୍ୟରେ ଇଣ୍ଟେନସିଫାଇଡ ଆଇସି କ୍ୟାମ୍ପେନ ଦ୍ୱାରା ଏଡସ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି |ଏହି ସଚେତନତା ମୂଳକ କାର୍ଯ୍ୟକ୍ରମ କୁ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ସମ୍ପାଦକ ଡ଼ଃ ଭଗବାନ ତ୍ରିପାଠୀ ଶୁଭ ଉଦଘାଟନ କରିବା ସହ ଏଡସ ରୋଗର ଲକ୍ଷଣ, ନିରାକରଣ, ଛାତ୍ର ଛାତ୍ରୀ ଙ୍କ ଦାୟିତ୍ୱ କର୍ତ୍ତବ୍ୟ ସମ୍ପର୍କରେ ମତପୋଷଣ କରିଥିଲେ |ସମ୍ମାନିତ ଅତିଥି ଭାବରେ ଶିକ୍ଷା ବିଭାଗ ର ମୁଖ୍ୟ ତଥା ଏନଏସଏସ ସଂଯୋଜକ ପ୍ରକାଶ ଚନ୍ଦ୍ର ସାହୁ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପୋଲସରାର ଆଇସିଟିସି କାଉନ ସେଲର ମନୋଜ କୁମାର ଜେନା, ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଦେବାଶିଷ ସ୍ୱାଇଁ, ଅରୁଣା ସଂଗଠନର ଜୋନାଲ ସୁପରଭାଇଜର ବାଳକୃଷ୍ଣ ସାହୁ, କ୍ଲଷ୍ଟର ଲିଙ୍କ ୱାର୍କର ଟିକି ପ୍ରଧାନ, କିରନ ସାହୁ ପ୍ରମୁଖ ମଞ୍ଚାସୀନ ହୋଇ ଏଡସ ରୋଗର ଲକ୍ଷଣ,ଏଚଆଇଭି ଏଡସ ପରୀକ୍ଷାର ଆବଶ୍ୟକତା ସମ୍ପର୍କ ରେ ବକ୍ତବ୍ୟ ପ୍ରଦାନ କରିଥିଲେ |କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ | ଏହି ସଚେତନତା କାର୍ଯ୍ୟକ୍ରମକୁ ଅଧ୍ୟାପକ  ଦେବାଶିଷ ସ୍ୱାଇଁ ସଂଯୋଜନା କରିଥିବା ବେଳେ ଶିକ୍ଷା ବିଭାଗର ଅଧ୍ୟାପକ ଶ୍ରୀକାନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ |
 
News Comment

You Might Also Like

BACK TO TOP