Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ବିଜେପି ରେ ଯୋଗଦେଲେ ଛତ୍ରପୁର ଅଞ୍ଚଳର ବହୁ ବ୍ୟକ୍ତି ବିଶେଷ ||

03-Sep-2026

ଛତ୍ରପୁର ଅଞ୍ଚଳର ବହୁ ବ୍ୟକ୍ତିବିଶେଷ ବିଜେପିରେ ମିଶିଲେ ।।*
ଓଡ଼ିଶା ଜନମତ , ଛତ୍ରପୁର ,ତା.୩ / ୯,

କେ.ସତ୍ୟନାରାୟଣ ରେଡ୍ଡୀ:-----

ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆୟୋଜିତ ବିଜେପି ର ମିଶ୍ରଣ ପର୍ବରେ ଛତ୍ରପୁର ଅଞ୍ଚଳର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ତଥା ଛତ୍ରପୁର କାଉନସିଲର ସଦସ୍ୟ ସଦସ୍ୟାଗଣ ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିବା ଜଣାପଡ଼ିଛି । ଏମାନଙ୍କ ମଧ୍ୟରୁ ଅଧିକାଂଶ ପ୍ରଭାବଶାଳୀ ବ୍ୟକ୍ତି ଅବା ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରା ଙ୍କ ଗୋଷ୍ଠୀର ଲୋକ ବୋଲି କୁହାଯାଏ । ଏଭଳି ବହୁ ବିଜେଡ଼ି ର ଅସନ୍ତୁଷ୍ଟ ଗୋଷ୍ଠୀ ଟ ଲୋକ ବ୍ୟକ୍ତିବିଶେଷ୍ୟଗଣ ମଧ୍ୟ ଭାଜପାରେ ଯୋଗଦେଇ ପଦ୍ମ ଧରିଛନ୍ତି । ରାଜ୍ୟ ସରକାରଙ୍କ କ୍ଷମତାରେ ଥିବା ବହୁ ବରେଣ୍ୟ କର୍ଣ୍ଣଧାର ତଥା ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ମିଶ୍ରଣ ପର୍ବରେ ଛତ୍ରପୁର ର ଆଇନଜିବୀ ତଥା ବରିଷ୍ଠ ବିଜେପି ନେତା ପ୍ରଦୀପ ପାଢ଼ୀ, ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସରୋଜ ସାବତ, ପୂର୍ବତନ ବାଚସ୍ପତି ରାମଚନ୍ଦ୍ର ପଣ୍ଡା, ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରମୁଖ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇଥିଲେ । ଦଳୀୟ ମୁଖପାତ୍ର ଙ୍କ ନିୟମ ଧାରା ଅନୁସାରେ ନୂତନ ଭାବେ ଯୋଗଦେଇ ପଦ୍ମଧାରୀ ନେତା ଓ କର୍ମୀମାନେ ଦଳୀୟ ଶପଥ ପାଠ କରିଥିଲେ ।
ଛତ୍ରପୁର ର ସମସ୍ତ ନେତ୍ତୃବର୍ଗ ସଭିଏଁ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଙ୍କ ନେତ୍ତୃତ୍ଵରେ ଶତାଧିକ ନେତା ଓ କର୍ମୀ ଉକ୍ତ ମିଶ୍ରଣ ପର୍ବରେ ଯୋଗଦେଇଥିଲେ । ଛତ୍ରପୁର ର ଭାରପ୍ରାପ୍ତ ପୌର ଅଧ୍ୟକ୍ଷ ଜି. ପାପା ରାଓ ବିଜେଡ଼ି ଛାଡ଼ି ବିଜେପିରେ ମିଶିଲେ । ଛତ୍ରପୁର ଅଞ୍ଚଳରେ ବିଜେପି ଦଳକୁ ମଜବୁତ୍ କରିବା ସାଂଗକୁ ଆଗାମୀ ନିର୍ବାଚନରେ ବିଜେପି ର ବିପୁଳ ବିଜୟ ହାସଲ ଦିଗରେ କାମ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।।

News Comment

You Might Also Like

BACK TO TOP