Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

କନକା କ୍ଲଷ୍ଟର ତରଫରୁ ତାଲିମ ଶିବିର ଅନୁଷ୍ଠିତ ||

03-Sep-2026

କନକା କ୍ଲଷ୍ଟର ତରଫରୁ ୟୁଡାଇସ ୟୁଏଏସ ତାଲିମ ଶିବିର ଅନୁଷ୍ଠିତ| 

ଓଡିଶା ଜନ ମତ ବ୍ୟୁରୋ, 

ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା କ୍ଲଷ୍ଟର ଅଧୀନସ୍ଥ ସମସ୍ତ ପ୍ରାଥମିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଆଧାର କରି ଏକ ଦିବସୀୟ ତାଲିମ ଶିବିର ସ୍ଥାନୀୟ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡିମିରିଆ ଠାରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଟିତ ହୋଇଯାଇଛି ।  ସର୍ବ ପ୍ରଥମେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ପରେ ବିଦ୍ୟାଳୟର ସସ୍କୃତ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ତ୍ରିପାଠୀ ଶ୍ରୀଜଗନ୍ନାଥ ଅଷ୍ଟକ ପରିବେଷଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭିରାମ ବେହେରା ତାଲିମ ବିଷୟରେ ପ୍ରାକ ସୂଚନା ଅଭିଭାଷଣ ପ୍ରଦାନ କରିଥିଲା ବେଳେ ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ଅଭିନନ୍ଦନ ଜଣାଇଥିଲେ । ଆଭାସ କ୍ଲଷ୍ଟରର ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ କୃଷ୍ଣଚନ୍ଦ୍ର ପରିଡା ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ସାମ୍ପ୍ରତିକ ସମୟରେ ୟୁଡାଇସ, ୟୁଏଏସର ଆବଶ୍ୟକତା ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ବୁଝାଇଥିଲେ ।
ଏଥି ସହିତ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପକ୍ଷରୁ ଆରମ୍ଭ ହୋଇଥିବା `ଉଲ୍ଲାସ` ମାଧ୍ୟମରେ ସାକ୍ଷରତା ହାର ବୃଦ୍ଧି ସକାଶେ ଗାଁଠୁ ସହର ପର୍ଯ୍ଯନ୍ତ ଅଭିଯାନ ଉଜ୍ଜୀବିତ ରଖିବାକୁ ମତ ପ୍ରକାଶ କରିଥିଲେ । କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ଯାଳୟରେ କାର୍ଯ୍ୟରତ
ସ୍ୱେଚ୍ଛାସେବୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉଦ୍ଯମ ନିଷ୍ଠା ବଳରେ ଉଲ୍ଲାସ ସଫଳ ହୋଇପାରିବ ବୋଲି ମତ ପୋଷଣ କରିଥିଲେ ।

ରିପୋର୍ଟ-
ଡକ୍ଟର ଦ୍ବାରିକାନାଥ ମହାରଣା 
ଖଲ୍ଲିକୋଟ, ଗଞ୍ଜାମ

News Comment

You Might Also Like

BACK TO TOP