Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଜୋନାଲ ସ୍ତରୀୟ ଛାତ୍ର ଛାତ୍ରୀ ଙ୍କୁ ନେଇ ଭାଟ କୁମାରଡ଼ା ପିଏମ ଶ୍ରୀ ହାଇସ୍କୁଲ ରେ କ୍ରୀଡା ଉତ୍ସବ ଅନୁଷ୍ଠିତ ||

03-Sep-2026

ଭାଟକୁମରଡ଼ା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଜୋନାଲ ସ୍ତରୀୟ କ୍ରୀଡା ଉତ୍ସବ  ଅନୁଷ୍ଠିତ |

ଓଡିଶା ଜନ ମତ ବ୍ୟୁରୋ, 

ଭାଟକୁମରଡ଼ା ସ୍ଥିତ ପି.ଏମ.ଶ୍ରୀ ଶ୍ରୀ ନରସିଂହ ପଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାଘଳା, ଭାଟକୁମରଡ଼ା ଓ ଷୋଳଘର ଏହି ତିନି କ୍ଲଷ୍ଟରର ସମସ୍ତ UPS, HS, HSS ଏବଂ OAV ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଜୋନାଲ ସ୍ତରୀୟ କ୍ରୀଡାପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି | କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଭାଟକୁମରଡ଼ା ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରି ଶ୍ରୀ ପ୍ରଦୀପ କୁମାର ପ୍ରଧାନ ଯୋଗ ଦେଇ ଜୀବନ ପାଇଁ କ୍ରୀଡାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ |ସରପଞ୍ଚ ଶ୍ରୀମତୀ ମନମୋହିନୀ ପୋଲାଈ ଏବଂ ABEO ଶ୍ରୀ ଭକ୍ତ ବତ୍ସଲ ଜାନି ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ | ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଭାଟକୁମରଡ଼ା SBI ର ଶାଖା ପରିଚାଳକ ଶ୍ରୀ ଦୁଷ୍ମନ୍ତ କୁମାର ନାୟକ କ୍ୟାସିଅର ଶ୍ରୀ ଜୟ ପ୍ରକାଶ ବେହେରା , PHEO ଶ୍ରୀମତୀ ନମିତା ପାତ୍ର,ହେଲଥ ସୁପରଭାଇଜର ଶ୍ରୀ ଲିଙ୍ଗରାଜ ବେହେରା, ସିଆରସିସି ଶ୍ରୀ ଏସ.ଲକ୍ଷ୍ମୀ ନାରାୟଣ ପାତ୍ର, ଶ୍ରୀ ପ୍ରତାପ ଚନ୍ଦ୍ର ପଣ୍ଡା,ଶ୍ରୀ ସୁଶାନ୍ତ ପୋଲାଈ, କ୍ଲଷ୍ଟର ର ସମସ୍ତ UPS, HS ର ପ୍ରଧାନ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ |
ଏହି ଜୋନ ର ତିନି କ୍ଲଷ୍ଟରରୁ ପ୍ରାୟ 350 ଜଣ ପ୍ରତିଯୋଗୀ under 14 ଓ under 17 ଏହି ଦୁଇ ବର୍ଗରେ ବିଭିନ୍ନ ପ୍ରକାର କ୍ରୀଡାରେ ଭଗନେଇଥିଲେ |ବ୍ଲକର ସମସ୍ତ କ୍ରୀଡା ଶିକ୍ଷକ ଖେଳ ସବୁକୁ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ସମ୍ପାଦନରେ ପୂର୍ଣ୍ଣ ସହଯୋଗ କରିଥିଲେ |ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବାସନ୍ତି ବେହେରାଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ସଫଳତାର ସହ ବହୁତ ସୁନ୍ଦର ଭାବରେ ସମ୍ପାଦିତ ହୋଇଥିଲା |

News Comment

You Might Also Like

BACK TO TOP