Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ

04-Sep-2026

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ 

 ଓଡିଶା ଜନ ମତ, ଖଲ୍ଲିକୋଟ4/8,  ମାଧବ ବେହେରା:---

ସ୍ଥାନୀୟ ଫୁଲଝର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବ ରେ ମୁଖ୍ୟ ଅତିଥି ଶ୍ରୀ କୈଳାସ ଚନ୍ଦ୍ର ସାହୁ ଯୋଗ ଦେଇଥିଲେ। ସମ୍ପାଦକ ଶ୍ରୀ ଅକ୍ଷୟ କୁମାର ସାହୁ ଓ ମୂଖ୍ୟ ବକ୍ତା ଭାବେ ଶ୍ରୀ ରବୀ ଚନ୍ଦ୍ର ପଟଟନାୟକଙ୍କ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜାର୍ଚ୍ଚନା ସହିତ ଶିଶୁ ମାନଙ୍କୁ ଶ୍ରୀକୃଷ୍ଣ ଜନ୍ମ ଚରିତ ମାର୍ଗ ଦର୍ଶନ କରିଥିଲେ। ସଦସ୍ୟ ଶ୍ରୀମତୀ ପ୍ରମିଳା କୁମାରୀ ରାଉତ ଉପସ୍ଥିତ ଥିଲେ। ଶିଶୁ ବାଟିକାର ଶିଶୁ ମାନେ ଶ୍ରୀକୃଷ୍ଣ ଓ ରାଧା ବେଶରେ ଆସି ଥିଲେ। ଶେଷ ରେ ଶିଶୁ ମାନଙ୍କ ଦ୍ଵାରା ଦହିହାଣ୍ଡି ଭଙ୍ଗା ସହିତ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଏହି କାର୍ଯ୍ୟକ୍ରମ କୁ ଛାତ୍ର ଛାତ୍ରୀ ଓ ଅଭିଭାବକ ମାନେ ଉପଭୋଗ କରିଥିଲେ |ସେହିପରି ଖଲ୍ଲିକୋଟ ସ୍ଥିତ କରଣସାହି ଠାରେ ଥିବା ବହୁ ପୁରାତନ ରାଧାକୃଷ୍ଣ ମନ୍ଦିର ରେ କୃଷ୍ଣ ଜନ୍ମ କାର୍ଯ୍ୟକ୍ରମ ମହା ସମାରୋହ ରେ ପାଳିତ ହୋଇଥିବା ବେଳେ କୃଷ୍ଣ ଙ୍କ ବିଜେ ପ୍ରତିମା ଙ୍କୁ ପୁଷ୍ପ ବିମଣ୍ଡିତ ଦୋଳି ରେ ଝୁଲଣ ଦୋଳି ରେ ଝୁଲଇ ଥିଲେ | ଦିନ ତମାମ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗିଥିଲା |, ଖଲ୍ଲିକୋଟ ସ୍ଥିତ ଜଗନ୍ନାଥ ମନ୍ଦିର ପରିସର ରେ ଥିବା କୃଷ୍ଣ ଙ୍କ ମାନ୍ଦିର ମନ୍ଦିର ରେ ମଧ୍ୟ ଜନ୍ମାଷ୍ଟମୀ ପର୍ବ ପାଳିତ ହୋଇଥିବା ବେଳେ ଆସନ୍ତା କାଲି ନନ୍ଦ ଉତ୍ସବ ପାଳନ କରାଯିବ ବୋଲି ଜଣା ପଡ଼ିଛି | ଖଲ୍ଲିକୋଟ ସ୍ଥିତ ଓମ ବିହାର ପରିସର ରେ ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ଏକାଦଶ କୁଣ୍ଡିୟ ବୈଦିକ ଦେବ ଯଜ୍ଞ ଅନୁଷ୍ଠିତ ହୋଇଥିଲା |ଉକ୍ତ କାର୍ଯ୍ୟକ୍ରମ ରେ ହରିପୁର ନୂଆପଡା ର ଗୁରୁକୁଳ ସଂଚଳକ ଆଚାର୍ଯ୍ୟ ଡ଼ଃ ସୁଦେର୍ଶନ ଦେବ ଯଜ୍ଞ ପରିଚାଳନା କରିବା ସହ ସାମାଜିକ ଜୀବନ ରେ ବେଦ ଓ ଉପନିଷଦ ର ଆବଶ୍ୟକତା ସମ୍ପର୍କ ରେ ପ୍ରବଚନ ଦେଇ ଶୃଙ୍ଖଳିତ ଜୀବନ ଚର୍ଯ୍ୟା ର ମାର୍ଗ ପାଳନ ପାଇଁ ପରାମର୍ଶ ପ୍ରଦାନ କରିଥିଲେ |

News Comment

You Might Also Like

BACK TO TOP