Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ପଦ୍ମପୁର ବାସୀଙ୍କ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ ||

04-Sep-2026

ପଦ୍ମପୁରର ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ |

ଓଡିଶା ଜନମତ,ବରଗଡ଼ - ମନୋହର ଦାଶ:----

ଆଜି ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କୁ ଭୁବନେଶ୍ୱର ସ୍ଥିତ ତାଙ୍କ ସରକାରୀ ବାସଭବନରେ ବିଜ୍ଞାପିତ ଅଞ୍ଚଳ ପରିଷଦ, ପଦ୍ମପୁରର ୱାର୍ଡ଼ ନମ୍ବର -୦୨ର କାଉନସିଲର ତଥା ଭାରତୀୟ ଜନତା ଯୁବ ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ କୁନାଲ ପାଣିଗ୍ରାହୀ, ବରଗଡ଼ ଜିଲ୍ଲା ଯୁବମୋର୍ଚ୍ଚା ଜିଲ୍ଲା ଉପ-ସଭାପତି ମଣ୍ଟୁ ପାଣ୍ଡେ, ସଂଯୋଜକ ଲକ୍ଷ୍ମୀକାନ୍ତ ବରିହା ସାକ୍ଷାତ କରି ପଦ୍ମପୁର ଅଞ୍ଚଳର ସ୍ୱାସ୍ଥ୍ୟସେବା ସମେତ ପଦ୍ମପୁର ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାର ବିଭିନ୍ନ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ପଦ୍ମପୁର ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଆବଶ୍ୟକତା ଅନୁଯାୟୀ ଡାକ୍ତର ଓ ନର୍ସଙ୍କ ସଂଖ୍ୟା କମ୍ ଥିବାରୁ ସାଧାରଣ ରୋଗୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ବିଷୟ ମନ୍ତ୍ରୀଙ୍କ ଦୃଷ୍ଟିକୁ ଅଣାଯାଇଥିଲା । ଡାକ୍ତରଖାନାରେ ଆବଶ୍ୟକ ସଂଖ୍ୟକ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କ ନିଯୁକ୍ତି କରାଯିବା ସହିତ ଡାକ୍ତରଖାନାର ବିଭିନ୍ନ ଭିତ୍ତିଭୂମିଗତ ସମସ୍ୟାର ସମାଧାନ ପାଇଁ ଦାବି କରାଯାଇଥିଲା । ଏହି ଅବସରରେ ପଦ୍ମପୁରରେ ଏକ ଅତ୍ୟାଧୁନିକ ୧୦୦ ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନା ନିର୍ମାଣ କରାଯିବା ପାଇଁ ପ୍ରମୁଖ ଦାବି ଉପସ୍ଥାପନ କରାଯାଇଥିଲା

News Comment

You Might Also Like

BACK TO TOP