Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ରାୟଗଡା ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଅନୁଷ୍ଠାନ ଠାରେ ଉଦ୍ୟମିତ ପ୍ରୋତ୍ସାହନ ସସ୍ମିଳନୀ ଅନୁଷ୍ଠିତ |

04-Sep-2026

ରାୟଗଡ଼ା ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଅନୁଷ୍ଠାନ ଠାରେ ସ୍ୱଦେଶୀ ଜାଗରଣ ମଞ୍ଚର ପକ୍ଷରୁ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ

ନିଜେ ସ୍ୱରୋଜକ୍ଷମ ହୋଇ ଅନ୍ୟମାନଙ୍କୁ ସ୍ବରୋଜଗାରକ୍ଷମ କରିବାକୁ ଆହ୍ୱାନ ! ସ୍ୱଦେଶୀ ହିଁ ଏକମାତ୍ର ବିକଳ୍ପ l

ଓଡିଶା ଜନମତ ରାୟଗଡ଼ା, 

କାମେଶ୍ୱର କରକରିଆ:-----
ରାୟଗଡ଼ା ଜିଲ୍ଲା ସ୍ୱଦେଶୀ ଜାଗରଣ ମଞ୍ଚ ପକ୍ଷରୁ ସ୍ୱାବଲମ୍ବୀ ଭାରତ ଅଭିଯାନ (୨୧ ଅଗଷ୍ଟ ରୁ ୦୨ ଅକ୍ଟୋବର ୨୦୨୬) ଅନ୍ତର୍ଗତ ଆଜି ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଅନୁଷ୍ଠାନ (UGMIT), ରାୟଗଡ଼ା ଠାରେ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ୱଦେଶୀ ଜାଗରଣ ମଞ୍ଚ ବରିଷ୍ଠ କାର୍ଯ୍ୟକର୍ତ୍ତା ଶ୍ରୀ ମନୋଜ କୁମାର ନାୟକ ମୁଖ୍ୟ ଅତିଥି, ଶ୍ରୀ ତନ୍ମୟ ପ୍ରଧାନ, ସ୍ୱଦେଶୀ ଜାଗରଣ ମଞ୍ଚ କୋରାପୁଟ ବିଭାଗ ସଂଯୋଜକ ମୁଖ୍ୟ ବକ୍ତା, ଶ୍ରୀ ଅନୀଲ କୁମାର ପାତ୍ର, ଅଧ୍ୟକ୍ଷ, UGMIT ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହା ସହିତ ଅଧ୍ୟାପକ ଶ୍ରୀ ମହେନ୍ଦ୍ର ଲେଙ୍କା, ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ୱର ଦାସ ,  ଶ୍ରୀମତୀ ଅଞ୍ଜଳି ପଣ୍ଡା , ମଞ୍ଚର ଜିଲ୍ଲା ମହିଳା ପ୍ରମୁଖ ତଥା ଉଦ୍ୟୋଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସ୍ୱଦେଶୀ, ସ୍ୱାଭିମାନ ଓ ସ୍ୱାବଲମ୍ବନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ସ୍ୱାବଲମ୍ବୀ ଭାରତ ଅଭିଯାନର ଉଦ୍ଦେଶ୍ୟ "ରୋଜଗାର ଖୋଜୁଥିବା ବ୍ୟକ୍ତି ହୁଅନ୍ତୁ ନାହିଁ - ରୋଜଗାର ପ୍ରଦାନ କରୁଥିବା ବ୍ୟକ୍ତି ହୁଅନ୍ତୁ, କୃଷି ଉଦ୍ୟମିତା ଆପଣାନ୍ତୁ, କୌଶଳ ବିକାଶରେ ଦେଶର ବିକାଶ, ସ୍ୱ ରୋଜଗାର ଆପଣାଇବା ଓ ଦେଶକୁ ସମୃଦ୍ଧ କରିବା ଉପରେ ମୁଖ୍ୟ ବକ୍ତା ବକ୍ତବ୍ୟ ରଖିଥିଲେ।
କାର୍ଯ୍ୟକ୍ରମକୁ ଶ୍ରୀ ଦେବଗିରି ପଟ୍ଟନାୟକ, ସହ ସଂଯୋଜକ ଓ ଶ୍ରୀ ସୁଦର୍ଶନ ପାଢୀ, ଜିଲ୍ଲା ସଂଯୋଜକ ପରିଚାଳନା କରିବା ସହ" ମୁଁ ବି  ସ୍ୱଦେଶୀ ସମର୍ଥକ" ଶପଥ ପାଠ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ ଯୋଗଦେଇଥିଲେ l 
     ଏହି ସମ୍ମିଳନୀରେ ଶତାଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ଯୁବ ଉଦ୍ୟମିତା ଓ ଆତ୍ମନିର୍ଭର ଭାରତ ବିଷୟରେ ପ୍ରେରଣା ଲାଭ କରିଥିଲେ।
ଏହି ଅଭିଯାନ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ୦୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସଂଯୋଜକ ସୂଚନା ଦେଇଛନ୍ତି। ସଂଯୋଜକ ସୁଦର୍ଶନ ପାଢ଼ୀ ସ୍ୱାଗତ ସମ୍ଭାଷଣ ପ୍ରଦାନ କରିଥିବା ବେଳେ ସହ ସଂଯୋଜକ ଦେଵଗିରି ପଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP