Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଛତ୍ରପୁର ସ୍ଥିତବ୍ରହ୍ମା କୁମାରୀ ଈଶ୍ୱରୀୟ ସଂସ୍ଥା ପକ୍ଷରୁ ଜନ୍ମାଷ୍ଟମୀ ପାଳିତ ||

05-Sep-2026

ବ୍ରହ୍ମାକୁମାରୀ ଈଶ୍ୱରୀୟସଂସ୍ଥାନ ପକ୍ଷରୁ ଜନ୍ମାଷ୍ଟମୀ ପାଳିତ |

ଓଡିଶା ଜନମତ, ଛତ୍ରପୁର,ତା. ୫ / ୯,

କେ.ସତ୍ୟନାରାୟଣ ରେଡ୍ଡୀ:-----
ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ପକ୍ଷରୁ ପବିତ୍ର ଶ୍ରୀକୃଷ୍ଣଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥୀ ଭାବେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଦେବଦତ୍ତ ପଣ୍ଡା ଯୋଗଦେଇ ଏହି ଅଧ୍ୟାତ୍ମିକ ଜାଗରଣ ମଞ୍ଚରେ ପ୍ରଦୀପ ଜାଳି ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ସାଂଗକୁ ଈଶ୍ୱରୀୟ ଜ୍ଞାନ ସନ୍ଦେଶ ପ୍ରଦାନ କରିଥିଲେ ।
ସମ୍ମାନୀତ ଅତିଥୀ ଭାବେ ବିଜେପି ନେତା ତଥା ଅବସରପ୍ରାପ୍ତ ସେନାକର୍ମୀ ବି. ଶଙ୍କର ରାଓ ଯୋଗଦେଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ସଂସ୍ଥାନ ର ଭୂୟସୀ ପ୍ରଂଶସା କରିଥିଲେ ।
ରାଜଯୋଗିନୀ ବ୍ରହ୍ମା କୁମାରୀ ବିଜୟ ଲକ୍ଷ୍ମୀ ଏଥିରେ ଅଧ୍ୟକ୍ଷତା କରିଥିବା ବେଳେ ବ୍ରହ୍ମା କୁମାରୀ ପିଙ୍କି ଭଉଣୀ ଏହି ଦିବସର ମହତ୍ତ୍ୱ ପ୍ରତିପାଦନ କରିଥିଲେ ।
ବ୍ରହ୍ମା କୁମାର୍ ବାଲା କ୍ରିଷ୍ଣା ଭାଇ ଶେଷରେ ଧନ୍ୟବାଦ ଜଣାଇଥିଲେ । ଏହି ଅବସରରେ ଶିଶୁମାନଙ୍କ ମଧ୍ୟରେ ସାଂସ୍କୃତିକ ପ୍ରତିଭା ପରିବେଷଣ ହୋଇ କାର୍ଯ୍ୟକ୍ରମ ଟି ଖୁବ୍ ମୁଖରୀତ ହୋଇଥିଲା ।।

News Comment

You Might Also Like

BACK TO TOP