Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ସଡ଼କ ଦୁର୍ଘଟଣା ରେ ସି ଆର ସି ସି ଙ୍କ ମୃତ୍ୟୁ |

05-Sep-2026

ସଡ଼କ ଦୁର୍ଘଟଣାରେ ଚତୁର୍ଭୁଜ ନାୟକ ଙ୍କ ପରଲୋକ l
ଓଡିଶା ଜନମତ, ଜଗତସିଂହପୁର
ଜ୍ୟୋତିରଞ୍ଜନ ପଟ୍ଟନାୟକ....                                               ଜଗତସିଂହପୁର ଜିଲ୍ଳା ରଘୁନାଥପୁର ଥାନା ଅନ୍ତର୍ଗତ କଟକ ପାରାଦୀପ ରାସ୍ତାର ବର୍ତ୍ତି ହମ୍ପସ ନିକଟରେ ଏକ ସଡକ ଦୁର୍ଘଟଣାରେ ରଘୁନାଥପୁର ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ସିଦ୍ଧେଶ୍ବରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟରର ସିଆରସିସି ଚତୁର୍ଭୁଜ ନାୟକ  ଙ୍କ ଅକାଳ ବିୟୋଗ ଘଟିଛି। ସିଆରସିସି ନାୟକ ଓ ତାଙ୍କ ଭିଣୋଇ ସୁଶାନ୍ତ କୁମାର ନାୟକ ଭୁବନେଶ୍ୱର ସ୍ଥିତ ତାଙ୍କ ପୁଅ ପଢୁଥିବା କଲେଜକୁ ଦେଖା କରିବାକୁ ଯାଇଥିଲେ। ସେଠାରୁ  ତାଙ୍କ ଘର ନାଲିବରକୁ ଏକ ବାଇକ ଯୋଗେ ଫେରୁଥିବା ବେଳେ ବର୍ତ୍ତୀ ହମ୍ପସ ନିକଟରେ  ବିପରୀତ ଦିଗରୁ ଆସୁଥିବା ଏକ ତେଲ ବୋଝଇ ଟ୍ୟାଙ୍କରରେ ସାମାନ୍ୟ ଦୁର୍ଘଟଣା ହୋଇଥିଲା ।ଫଳରେ ଭାରସାମ୍ୟ ହରାଇ ସିଆରସିସି ନାୟକ  ତଳେ ପଡି ଯିବାରୁ ମୁଣ୍ଡ ଫାଟିଯାଇ ରକ୍ତ ଜୁଡୁବୁଡୁ ହୋଇ ଯାଇଥଲେ । କିନ୍ତୁ ଗାଡ଼ି ଚାଳକ ତଥା ତାଙ୍କ ଭିଣୋଇ ସୁଶାନ୍ତ ସମ୍ପୂର୍ଣ ସୁରକ୍ଷିତ ଥିଲେ। ଖବରପାଇ ରଘୁନାଥପୁର ପୋଲିସ, ଅଗ୍ନିଶମ ବିଭାଗ ଓ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଂଚି ଦୁର୍ଘଟଣା ଗ୍ରସ୍ଥ ବ୍ୟକ୍ତି ମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ଚତୁର୍ଭୁଜ ଙ୍କୁ ମୃତ ଘୋଷଣା କରିଥିଲେ। ରଘୁନାଥପୁର ପୋଲିସ  ଟ୍ୟାଙ୍କରକୁ ଜବତ କରିବା ସହ ମୃତଦେହକୁ ନିଜ ଅକ୍ତିଆରକୁ ଆଣିଥିଲା। ଶବ ବ୍ୟବଚ୍ଛେଦ ପାଇଁ  ଜଗତସିଂହପୁର ଡ଼ାକ୍ତରଖାନାକୁ ପଠାଯାଇଥିଲା l

News Comment

You Might Also Like

BACK TO TOP