Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଉଲ୍ଲାସ ମାଧ୍ୟମ ରେ ସାକ୍ଷରତା ଅଭିବୃଦ୍ଧି ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ |

05-Sep-2026

ଖଲ୍ଲିକୋଟ : `ଉଲ୍ଲାସ` ମାଧ୍ୟମରେ ସାକ୍ଷରତା ଅଭିବୃଦ୍ଧି ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନିରକ୍ଷରତା ଦୂର କରିବା ସହିତ ସର୍ବସାଧାରଣ ବ୍ଯକ୍ତି ବିଶେଷଙ୍କୁ ସାକ୍ଷର କରିବା ଭଳି ମହତ ଲକ୍ଷ୍ୟ ଆଭିମୁଖ୍ୟ ନେଇ  ସ୍ଵଚ୍ଛତା ପକ୍ଷ ପାଳନ ଅବସରରେ ଖଲ୍ଲିକୋଟ ବ୍ଲକ ପରିସରସ୍ଥ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । 
 ସରକାରଙ୍କ ପ୍ରାୟୋଜିତ `ଉଲ୍ଲାସ` କାର୍ଯ୍ୟକ୍ରମ ମାଧ୍ୟମରେ ସାକ୍ଷରତା ବୃଦ୍ଧି ନିମନ୍ତେ ଉକ୍ତ ବୈଠକ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅଧ୍ଯକ୍ଷତାରେ ଆୟୋଜିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ କ୍ଲଷ୍ଟର ଅଧୀନସ୍ଥ ସମସ୍ତ ବିଦ୍ୟାଳୟରେ କାର୍ଯ୍ୟରତ ସ୍ଵେଚ୍ଛାସେବୀ ଶିକ୍ଷକ ଶିକ୍ଷୟିତ୍ରୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ବହୁ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲା ବେଳେ ଖଲ୍ଲିକୋଟ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଶିଷ୍ଟ ଶିକ୍ଷାବିତ୍ ସତ୍ଯନାରାୟଣ ଦାସ ସ୍ୱତନ୍ତ୍ର ଅତିଥି ରୂପେ ଯୋଗ ଦେଇ ସର୍ବପ୍ରଥମେ ଗୁରୁ ଦିବସ ଉପଲକ୍ଷେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଶୁଭେଚ୍ଛା ଶୁଭକାମନା ଜଣାଇଥିଲେ । 
ଏଥି ସହିତ ନିରକ୍ଷରତା ଏକ ସାମାଜିକ ବ୍ୟାଧି ହୋଇଥିବାରୁ ତାହାର ନିରାକରଣ, ଗାଁ ଗହଳରେ ଅଶିକ୍ଷା ଅନ୍ଧକାର ଭିତରେ ଥିବା ଲୋକ ମାନଙ୍କୁ କିଭଳି ମୁଖ୍ୟ ସ୍ରୋତରେ ସାମିଲ କରିବା, ନିରକ୍ଷର ଚିହ୍ନଟୀକରଣ, ଶିକ୍ଷକ, ସ୍ଵୟମ ସହାୟକ ଗୋଷ୍ଠୀର  ସଦସ୍ଯା, ଅଙ୍ଗନବାଡି କର୍ମୀ, ସର୍ବେକ୍ଷକଙ୍କ ସମ୍ପୃକ୍ତି ସହଯୋଗ ନିତାନ୍ତ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ ।  ଖଲ୍ଲିକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବାଶିଷ ସାମଲ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ସାକ୍ଷରତା ହାର ବଢାଇବା ଦିଗରେ ଶିକ୍ଷକଙ୍କ ଭୂମିକା, କର୍ମଶାଳା, ଶୋଭାଯାତ୍ରା ଆଦି ପ୍ରତ୍ଯେକ କ୍ଷେତ୍ରରେ ଶିକ୍ଷକଙ୍କ ତ୍ଯାଗ ଅବଦାନ ଅବିସ୍ମରଣୀୟ ବୋଲି ମତ ସାବ୍ୟସ୍ତ କରିଥିଲେ । ସମନ୍ଵିତ ଶିଶୁ ବିକାଶ ଅଧିକାରିଣୀ ମଧୁମିତା ପରିଜା ଅନ୍ଯତମ ଅତିଥି ଭାବେ ଯୋଗଦେଇ `ଉଲ୍ଲାସ` କାର୍ଯ୍ୟକ୍ରମର ସଫଳତା କାମନା କରିଥିଲେ । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ନାୟକ, ଗୋପପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ବେହେରା ସମ୍ମାନୀତ ଅତିଥି ରୂପେ ଯୋଗଦାନ କରି ନବ ଭାରତ ସାକ୍ଷରତା ଅଭିଯାନ ସମ୍ପର୍କରେ ବୁଝାଇଥିଲେ । ଆଭାସ କ୍ଲଷ୍ଟରର ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ କୃଷ୍ଣଚନ୍ଦ୍ର ପରିଡା କାର୍ଯକ୍ରମର ସଂଯୋଜନା କରିଥିଲେ । ଆୟୋଜିତ ବୈଠକରେ ବ୍ଲକ ଅନ୍ତର୍ଗତ ସମସ୍ତ ଷୋହଳ ଗୋଟି କ୍ଲଷ୍ଟରର ସି ଆର ସି ସିଙ୍କ ସମେତ ବହୁ ଶିକ୍ଷାବିତ୍ ଯୋଗଦାନ କରିଥିଲେ ।

ରିପୋର୍ଟ:-
ଡକ୍ଟର ଦ୍ବାରିକାନାଥ ମହାରଣା
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP