Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଯୁଦ୍ଧ ଯୋଗୁଁ ସୁନାର ଦର ରେ ହ୍ରାସ ||

05-Sep-2026

ବଜାରରେ ସୁନାର ଦର ଖସୁଛି, ଯୁଦ୍ଧ ର ତାତି  ବଢୁଛି  |ଲଗାତାର ଚତୁର୍ଥ ଦିନରେ ସୁନା ଦର ହ୍ରାସ||

ଓଡିଶା ଜନ ମତ ବ୍ୟୁରୋ |

ଯୁଦ୍ଧର ତାତି ବଢୁଛି, ବଜାରରେ ସୁନାର ଭାଉ ଖସୁଛି । ଲଗାତାର ଚତୁର୍ଥ ଦିନରେ ବି ଦର ହ୍ରାସ ପାଇଛି। ମାତ୍ର ୪ ଦିନରେ ୨୨ କ୍ୟାରେଟ୍ ସୁନା ଦରରେ ପ୍ରାୟ ୫,୭୦୦ ଟଙ୍କାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଗତ ଅଗଷ୍ଟ ୨୯ ତାରିଖରେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ଦର ରହିଥିଲା ଲକ୍ଷେ ୪୫ ହଜାର ୫୦ ଟଙ୍କା। 
ଏବେ ୧୦ ଗ୍ରାମ ସୁନାର ମୂଲ୍ୟ ରହିଛି ଲକ୍ଷେ ୩୯ ହଜାର ୩୫୦ ଟଙ୍କା । ଅର୍ଥାତ୍ ଚାରି ଦିନରେ ଗ୍ରାହକଙ୍କୁ ମିଳିଛି ବଡ଼ ମୂଲ୍ୟ ହ୍ରାସ। ଆଜି ୨୨ କ୍ୟାରେଟ୍ ସୁନାଦରରେ ୧୦ ଗ୍ରାମ ପିଛା ୧୯୦୦ ଟଙ୍କା ହ୍ରାସ ଘଟିଛି । 
ସେହିଭଳି ୨୪ କ୍ୟାରେଟ୍ ସୁନା ୨୦୭୦ ଟଙ୍କା କମିଛି। ଗତକାଲି ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରସଙ୍ଗରେ ବାର୍ତ୍ତା ଦେବା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏବେ ସୁନା ସୁନା ନକିଣିବାକୁ ପିଏମ ମୋଦି ଆହ୍ବାନ ଦେଇଥିଲେ । ପୂର୍ବରୁ ଗତ ମେ ମାସରେ ମଧ୍ୟ ଏଭଳି ନିବେଦନ କରିଥିଲେ ପ୍ରଧାନମନ୍ତ୍ରୀ । ଗ୍ଲୋବାଲ୍ ସଙ୍କଟ, ଯୁଦ୍ଧ ଏବଂ ଆର୍ଥିକ ଅନିଶ୍ଚିତତା ମଧ୍ୟରେ ଦେଶର ଅର୍ଥନୀତିକୁ ସୁଦୃଢ଼ ରଖିବା ଏବଂ ବୈଦେଶିକ ମୁଦ୍ରା ଭଣ୍ଡାରକୁ ସୁରକ୍ଷିତ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି  ||

News Comment

You Might Also Like

BACK TO TOP