Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ସୂଚନା ମିଳୁଛି ସେପ୍ଟେମ୍ବର 15 ତାରିଖରୁ ବନ୍ଦ ହୋଇଯିବ ବ୍ୟବସାୟୀ ଙ୍କ ୟୁପିଆଇ ସେବା |

06-Sep-2026

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ  |

ଓଡିଶା ଜନ ମତ ବ୍ୟୁରୋ,

ସୂଚନା ମିଳୁଛି ଦୋକାନୀ କାରବାର କରୁଥିବା ୟୁପିଆଇ ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଯାହାଦ୍ୱାରା  ବ୍ୟବସାୟୀ ଙ୍କ ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ ହୋଇପାରି ନାହିଁ। ଫଳରେ ଅନ୍‌ଲାଇନ ପେମେଣ୍ଟ ପ୍ରକ୍ରିୟା ନେଇ ସମସ୍ୟା ଉପୁଜିପାରେ ବୋଲି ଆଶଙ୍କ ସୃଷ୍ଟି ହୋଇଛି। ଅନ୍‌ଲାଇନ ପେମେଣ୍ଟ ସେବା ଯୋଗାଉଥିବା କମ୍ପାନୀଗୁଡ଼ିକ ଦୋକାନୀମାନଙ୍କ ରି-କଓ୍ବୋଇସି ପାଇଁ ଧାର୍ଯ୍ୟ ହୋଇଥିବା ସେପ୍ଟେମ୍ବର ୧୫ ସମୟସୀମା ବୃଦ୍ଧିକରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)କୁ ନିବେଦନ କରିଛନ୍ତି। କିନ୍ତୁ ଦେଶର ଲକ୍ଷ ଲକ୍ଷ ଛୋଟ ବଡ଼ ଦୋକାନୀ ଏବଂ ଉଠାଦୋକାନୀ ମାନଙ୍କ କଓ୍ବୋଇସି ଯାଞ୍ଚ ପ୍ରକ୍ରିୟା ଏପର୍ଯ୍ୟନ୍ତ ଶେଷ ହୋଇପାରିନାହିଁ। ଯଦି ଆର୍‌ବିଆଇ ଏହି ରି-କଓ୍ବୋଇସିର ସମୟସୀମା ବୃଦ୍ଧି ନ କରନ୍ତି ତେବେ ଲକ୍ଷ ଲକ୍ଷ ଦୋକାନୀଙ୍କ ଅନ୍‌ଲାଇନ ପେମେଣ୍ଟ ସିଷ୍ଟମ ବନ୍ଦ ହୋଇଯିବା ଆଶଙ୍କା ରହିଛି। ଯେତେବେଳେ କୌଣସି ଗ୍ରାହକ ରିଟେଲ ସ୍ତରର ଖୁଚୁରା ଦୋକାନ କିମ୍ବା ଅନ୍‌ଲାଇନରୁ ଜିନିଷ କିଣିବେ, ସେତେବେଳେ ୟୁପିଆଇ କିମ୍ବା କାର୍ଡ ମାଧ୍ୟମରେ ଦେୟ ପୈଠ କରିବାରେ ସମସ୍ୟା ଦେଖାଦେବ ଏବଂ ଡିଜିଟାଲ ପେମେଣ୍ଟ ସେବା ବାଧାପ୍ରାପ୍ତ ହୋଇପାରେ।

News Comment

You Might Also Like

BACK TO TOP