Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

15ତମ ପ୍ରତିଷ୍ଠା ଦିବସ ଦେବଗିରି ମହାବିଦ୍ୟାଳୟ ରେ ଅନୁଷ୍ଠିତ ||

06-Sep-2026

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ ପାଳିତ

ମୁଖ୍ୟ ଅତିଥି ଭାବେ ଯୋଗଦେଲେ ସାଂସଦ ସପ୍ତଗିରି ଉଲାକା

ଓଡିଶା ଜନମତ ରାୟଗଡା, ୦୬/୯ (କାମେଶ୍ୱର କରକରିଆ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଦେବଗିରି ଶୈବପୀଠ ନିକଟସ୍ଥ ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା ସମିତିର ସଭାପତି ଭି.ଭି. ୱାର ପ୍ରସାଦ ରାଓଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଶଙ୍କର ଉଲାକା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ପ୍ରାରମ୍ଭରେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ସଭାକାର୍ଯ୍ୟର ଶୁଭାରମ୍ଭ ହୋଇଥିଲା। ଏହି ଅବସରରେ ଅତିଥି  ବିଦ୍ୟାଳୟ ଟ୍ରଷ୍ଟ ଓ +୨ ସମ୍ପାଦକ ମାଉଡ଼ି ବାରିକ,+୩ ସମ୍ପାଦକ ଏଙ୍କେଟେଶ୍ୱର ପାଢ଼ୀ, ଯୁକ୍ତ ୩ ସଭାପତି ନିର୍ମଳା କାଡ୍ରାକା,ଦେବଗିରି ମହାବିଦ୍ୟାଳୟ ସଂସଦ ପ୍ରତିନିଧି ପ୍ରଶାନ୍ତ ନନ୍ଦ କୌଶଲ୍ୟା ପ୍ରମୁଖ ଙ୍କୁ ଉତ୍ତରୀୟ, ବ୍ୟାଜ୍‌ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରାଯାଇଥିବା ବେଳେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ।
ଅଧ୍ୟକ୍ଷ ଜଗେଶ୍ୱର ଗରଡ଼ା ବାର୍ଷିକ ବିବରଣୀ ଉପସ୍ଥାପନ କରି ମହାବିଦ୍ୟାଳୟର ଅଗ୍ରଗତି, ଶିକ୍ଷା କ୍ଷେତ୍ରରେ ସଫଳତା ଓ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।
ମୁଖ୍ୟ ଅତିଥି ସାଂସଦ ସପ୍ତଗିରି ଉଲାକା ନିଜ ବକ୍ତବ୍ୟରେ ଶିକ୍ଷାର ମହତ୍ତ୍ୱ, ଶୃଙ୍ଖଳା, ନୈତିକ ମୂଲ୍ୟବୋଧ ଓ ଉଚ୍ଚଶିକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ଛାତ୍ରଛାତ୍ରୀମାନେ ନିଷ୍ଠା ଓ ଏକାଗ୍ରତାର ସହ ପାଠପଢ଼ା ଜାରି ରଖି ନିଜର ଭବିଷ୍ୟତ ଗଠନ କରିବା ସହ ଅଞ୍ଚଳର ବିକାଶରେ ଯୁବପିଢ଼ି ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବାକୁ ସେ ଆହ୍ୱାନ ଦେଇଥିଲେ। ସଭାରେ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବିକାଶ  ନୈତିକ ମୂଲ୍ୟବୋଧ ଓ ସମାଜ ପ୍ରତି ଦାୟିତ୍ୱବୋଧ ଉପରେ ମଧ୍ୟ ଆଲୋଚନା ହୋଇଥିଲା।ପରେ ଅତିଥି, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନର ଆୟୋଜନ କରାଯାଇଥିଲା। ଦ୍ୱିତୀୟାର୍ଦ୍ଧରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମକୁ ଅଧ୍ୟାପିକା ସଂଯୁକ୍ତା ଗରଡ଼ା, ହେମାନନ୍ଦ ବାଗ, ସରିତା ପାତ୍ର, ଭବାନୀ ସାହୁଙ୍କ ସମେତ ଗଣେଶ ରାଉତ ଓ ପି. ଜଗନ୍ନାଥ ପରିଚାଳନାରେ ସହଯୋଗ କରିଥିଲେ। ଉତ୍ସବକୁ ନେଇ ମହାବିଦ୍ୟାଳୟ ପରିସରରେ ଅଧ୍ୟାପକ-ଅଧ୍ୟାପିକା, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ବେଶ୍ ଉତ୍ସାହ ପରିଲକ୍ଷିତ ହୋଇଥିଲା।

News Comment

You Might Also Like

BACK TO TOP