Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ଝାରବନ୍ଧ ରେ ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ||

07-Sep-2026

ଝାରବନ୍ଧରେ ଅଭିଯୋଗ ଶୁଣାଣି ଶିବିର

ଓଡିଶା ଜନମତ ବରଗଡ଼ - ମନୋହର ଦାଶ

  ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ବ୍ୟତୀତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର, ଝାରବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପର୍ଶୁରାମ ପଣ୍ଡା ଏବଂ ଝାରବନ୍ଧ ଅତିରିକ୍ତ ତହସିଲଦାର ଶ୍ରୀ ବିଶ୍ୱକ ସେନ୍ ପୁରୋହିତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୮୯ ଗୋଟି ଅଭିଯୋଗ ମଧ୍ୟରୁ ୬୨ ଗୋଟି ବ୍ୟକ୍ତିଗତ ଏବଂ ୨୭ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

News Comment

You Might Also Like

BACK TO TOP