Breaking News

ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||     

ପୋଲିସ ତରଫରୁ ହେଲମେଟ ପିନ୍ଧିବା ଉପରେ ଅନ୍ୟାନ୍ୟ ସଚେତନ ତା କାର୍ଯ୍ୟକ୍ରମ!|

07-Sep-2026

ହେଲମେଟ୍ ପିନ୍ଧିବା ଲୋକଙ୍କୁ ପୋଲିସ ତରଫରୁ ଗୋଲାପଫୁଲ ଦେଇ ଦିଆଗଲା ସାଧୁବାଦ ।

ଓଡ଼ିଶା ଜନମତ,ଛତ୍ରପୁର, ତା. ୭ / ୯,

କେ. ସତ୍ୟନାରାୟଣ ରେଡ୍ଡୀ:------

ଗଞ୍ଜାମ ଜିଲ୍ଲାର ପୋଲିସ ମହକୁମା ଛତ୍ରପୁର ଥାନା ପକ୍ଷରୁ ସହରର ଘଣ୍ଟାଘର ଛକ ଠାରୁ ସଡ଼କ ସୁରକ୍ଷାର ବାର୍ତ୍ତା ପ୍ରଦାନ କରି ହେଲମେଟ୍ ପିନ୍ଧିବା ବାଧ୍ୟତା ମୂଳକ ବୋଲି ଜନସାଧାରଣ ଙ୍କୁ ସଚେତନତା ସୃଷ୍ଟି କରାଯାଇଛି । ଗଞ୍ଜାମ ପୋଲିସ ପ୍ରଶାସନ ପକ୍ଷରୁ ଏହି ସଚେତନତା ସୃଷ୍ଟି ଅଭିଯାନ ଜିଲ୍ଲାର ସମସ୍ତ ଥାନା ଅଞ୍ଚଳରେ ଜାରୀ ରହିଛି ବୋଲି କୁହାଯାଇଛି ।ସୋମବାର ଅପରାହ୍ନରେ ଆମ ପୋଲିସ ସମିତି ଓ ଛତ୍ରପୁର ଥାନା ପକ୍ଷରୁ ଆୟୋଜିତ ସଡ଼କ ସୁରକ୍ଷା ସଚେତନତା ରାଲିରେ ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସାର୍ ହେଲମେଟ୍ ପିନ୍ଧି ଗାଡ଼ି ଚଳାଉଥିବା ଚାଳକଙ୍କୁ ଅଟକାଇ ଗୋଲାପଫୁଲ ଦେଇ ସାଧୁବାଦ ଜଣାଇଛନ୍ତି । 
ସେହିପରି ଅନ୍ୟ ମାନଙ୍କୁ ଯେଉଁ ମାନେ ହେଲମେଟ୍ ନ ପିନ୍ଧି ଗାଡ଼ି ଚଳାଇଥାନ୍ତି , ସେ ଭଳି ଚାଳକଙ୍କୁ ସଚେତନତା ର ବାର୍ତ୍ତା ଦେଇଛନ୍ତି ,ଗାଡ଼ି ଚଲେଇଲାବେଳେ ହେଲମେଟ୍ ପିନ୍ଧି ଗାଡ଼ି ଚଳାଇବାକୁ ଉପଦେଶ ଦେଇଛନ୍ତି । ଏହି ସଚେତନତା ରାଲିରେ ଏସଡିପିଓ ଚନ୍ଦନ ଘଡ଼େଇ ଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ ପୋଲିସ କର୍ମଚାରୀମାନେ ଯୋଗଦେଇ ସକ୍ରୀୟ ଅଂଶଗ୍ରହଣ କରିଥିଲେ ।।

News Comment

You Might Also Like

BACK TO TOP