Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଘେରି ବନ୍ଧ ଭୁସୁଡ଼ିଲା ପରେ ଯନ୍ତ୍ରୀଙ୍କ ଦେଖା ନାହିଁ, ମିସିନ କରୁଛି କାମ |

08-Sep-2026

ଯନ୍ତ୍ରୀଙ୍କ ଦେଖାନାହିଁ, 100 ଫୁଟ ଘେରିବନ୍ଧ  ଭୁଶୁଡିବା  ପରେ ମିସିନ କରୁଛି  କାମ  |

ଓଡିଶା ଜନ ମତ ବ୍ୟୁରୋ, 

କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ହେଲେ ସାମୁଦ୍ରିକ ଜୁଆର ମାଡ଼ ଓ ଚିଙ୍ଗୁଡ଼ି ଘେରି ବର୍ଜ୍ୟବସ୍ତୁ (କଙ୍କଡ଼ା କୋଚିଆ ଗାତ) ଯୋଗୁ ଲୁଣା ଘେରି ବନ୍ଧ ଦୁର୍ବଳ ହେବା ସହ ଭୁଶୁଡ଼ି ପଡ଼ିବା ଦେଖିବାକୁ ମିଳିଛି। ଫଳରେ ସ୍ଥାନୀୟ ଲୋକମାନେଙ୍କ ଚାଷଜମି ଓ ଗ୍ରାମକୁ ବିପଦ ସୃଷ୍ଟି କରିବ ବୋଲି କହିଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଏହି ଘେରିବନ୍ଧ ଗୁରୁବାର ଶହେ ଫୁଟ ଭୁଶୁଡିବା ପରେ ଜଳସେଚନ ବିଭାଗର ଚେତା ପଶିଛି। ଶନିବାର ପୂର୍ବାହ୍ନରେ ବିଭାଗ ପକ୍ଷରୁ ଏହି ଭୁଶୁଡ଼ିବା ସ୍ଥାନରେ ବହ୍ଲା ବାଲି ବସ୍ତା ମାଟି ପକାଇ ଜେସିବି ମେଶିନ ଲଗାଇ ଘାଇ ବନ୍ଧ ହେଉଛି। ଯନ୍ତ୍ରୀଙ୍କ ଦେଖା ନାହିଁ, ଯନ୍ତ୍ର କରୁଛି କାମ ବୋଲି ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି। ହେଲେ ବିଭାଗର ଚତୁର୍ଥ ଶ୍ରେଣୀ (ଖଲାସୀ) କର୍ମଚାରୀମାନେ ଘେରିବନ୍ଧ ଜଗିଥିବା ଦେଖିବାକୁ ମିଳୁଛି। ଏହି ସ୍ଥାନରେ ମେଗା ପ୍ରକଳ୍ପ ଯୋଜନା ଅନୁସାରେ ପଥର ବନ୍ଧ ନିର୍ମାଣ କାର୍ଯ୍ୟ ପାଇଁ ଦାବି କରିଛନ୍ତି ସ୍ଥାନୀୟ ଲୋକେ।

News Comment

You Might Also Like

BACK TO TOP