Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ମାଣିକେଶ୍ବର ବିଦ୍ୟାପୀଠ ଫାସୀ ଗ୍ରାମରେ ଆଞ୍ଚଳିକ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ |

08-Sep-2026

ଫାସି ମାଣିକେଶ୍ବର ବିଦ୍ୟାପୀଠ ଠାରେ ଆଞ୍ଚଳିକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା l 
ଓଡିଶା ଜନମତ, କୋଦଳା : 08/09/2026

ନରେନ୍ଦ୍ର ନାଥ ଗୌଡ଼ 
କୋଦଳା :07/09/26 : ବେଗୁନିଆପଡା ବ୍ଲକ ବିଦ୍ୟାଳୟ କ୍ରୀଡା ସଂଗଠନ ଆନୁକୂଲ୍ୟରେ ଏହି ବ୍ଲକ ଅନ୍ତର୍ଗତ ଫାସି ମାଣିକେଶ୍ବର ନୋଡାଲ ବିଦ୍ୟାପୀଠ ପରିସରରେ ଜୋନ -1 ଆଞ୍ଚଳିକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଉଭୟ 14 ଏବଂ 17 ବର୍ଷରୁ କମ ବାଳକ ବାଳିକା ମାନଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଆବାହକ ସନ୍ତୋଷ କୁମାର ରଣହଣ୍ଡଳ ଅଧ୍ୟକ୍ଷତା ଏବଂ ବ୍ଲକ କ୍ରୀଡା ସମ୍ପାଦକ ତଥା କାଳିମେଘି-ଜାଗିଲିପଦର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କ୍ରୀଡା ଶିକ୍ଷକ ଭଗବାନ ପଣ୍ଡା ଓ ଜୋନ ସମ୍ପାଦକ ଅଜୟ କୁମାର ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୋଦଳା ପିଏମଶ୍ରୀ ସ୍ବର୍ଣ୍ଣମୟୀ ହାଇସ୍କୁଲ ପ୍ରଧାନ ଶିକ୍ଷକ ଉମାକାନ୍ତ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ସିଆରସିସି କାଳି ଚରଣ ଶତପଥୀ,କ୍ରୀଡା ଶିକ୍ଷକ ଅକ୍ଷୟ କୁମାର ବାରିକ ସତ୍ୟ ରଞ୍ଜନ ସେଠି, ସୁନିତା କୁମାରୀ ପାଢ଼ୀ, ଜଗଦୀପ ସାହୁ ଆଦି ସମ୍ନାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତା ପରିଚାଳନା କରିଥିଲେ l 6 ଗୋଟି କ୍ରୀଡ଼ାକୁ ନେଇ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟରୁ 180 ବିଦ୍ୟାର୍ଥୀ ଅଂଶଗ୍ରହଣ କରିଥିବା ବେଳେ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ,ଶିକ୍ଷକଶିକ୍ଷୟତ୍ରୀ, କର୍ମଚାରୀ ଏବଂ ଏସଏମସି ସଦସ୍ୟ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP