Breaking News

ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||     

ସ୍ବର୍ଗତ ଅଶୋକ କୁମାର ସାହୁଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ |

09-Sep-2026

*ସ୍ବର୍ଗତ ଅଶୋକ କୁମାର ସାହୁଙ୍କ ସ୍ମୃତି ରେ ଶ୍ରଦ୍ଧାଞ୍ଜଳୀ ସଭା*

ଓଡିଶା ଜନମତ ବରଗଡ଼ - ମନୋହର ଦାଶ :----

ସ୍ବର୍ଗତ ଅଶୋକ କୁମାର ସାହୁ ଙ୍କ ଦ୍ଵାଦଶାହ ଉପଲକ୍ଷେ ପଦ୍ମପୁର ଶାନ୍ତି ନଗର ସ୍ଥିତ ପୁରୋହିତ କଲ୍ୟାଣ ମଣ୍ଡପ ରେ ସ୍ବର୍ଗତ ଅରବିନ୍ଦ ସାହୁ ଫାଉଣ୍ଡେସନ ସଂଯୋଜନା ରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି |
ଶିକ୍ଷକ ତଥା ସମାଜସେବୀ ସୁମନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତା ରେ ଓ ପ୍ରଶାନ୍ତ କୁମାର ସାହୁଙ୍କ ଆବାହକତ୍ୱ ରେ ଆୟୋଜିତ ଏହି ସ୍ମୃତିଚାରଣ ସଭା ରେ  ମନୋରଞ୍ଜନ ସିଂ ବରିହା, ଡ଼କ୍ଟର ଗଦାଧର ରଥ, ସୂର୍ଯ୍ୟ ପ୍ରସାଦ ହୋତା, ପ୍ରୀତି ରଞ୍ଜନ ପ୍ରଧାନ, ଶାନ୍ତନୁ ପାଣିଗ୍ରାହୀ, NAC vice chair person ଶ୍ରୀମତୀ ଭାରତୀ ନାୟକ,ଘନଶ୍ୟାମ ପୁଞ୍ଜି ପ୍ରମୁଖ ବ୍ୟକ୍ତି ବିଶେଷ ମାନେ ଯୋଗ ଦେଇ ସ୍ଵଗର୍ତ ଅଶୋକ ସାହୁଙ୍କ କୀର୍ତି ଓ କୁର୍ତ୍ତୀ ର ମୂଲ୍ୟାୟନ କରିଥିଲେ |
ଶ୍ରୀଯୁକ୍ତ ଅଭିନାଶ ମିଶ୍ର ଦୀପ ପ୍ରଜ୍ବଳନ କରି ସମ୍ବର୍ଦ୍ଧନା ସଭା କୁ ଆରମ୍ଭ କରିବା ପରେ ଅତିଥି ମାନେ ପ୍ରଥମେ ସ୍ବର୍ଗତ ସାହୁଙ୍କ ଫୋଟୋ ଚିତ୍ର ରେ ଫୁଲ ଦେଇ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ଓ ତାଙ୍କ ଆମର ଆତ୍ମା ର ସଦଗତି ପାଇଁ 2 ମିନଟ ନିରବ ପ୍ରାର୍ଥନା କରିଥିଲେ | 
ସ୍ବର୍ଗତ ଅଶୋକ ସାହୁଙ୍କ 1988 ମସିହା ମାଟ୍ରିକ ବ୍ୟାଚ ର ସାଙ୍ଗ ମାନଙ୍କ ମଧ୍ୟରେ 
ପ୍ରମୋଦ କୁମାର ପଣ୍ଡା, ସୁମନ୍ତ କୁମାର ସାହୁ,ରଘୁନାଥ ପୁରୀ, ସରୋଜ ମେହେର, ଅଶୋକ ବହିଦାର,ଭୂପାଳ ଦାଶ,  ତୁଲାରାମ ସାହୁ, ଗୋପାଳ ପଣ୍ଡା, ଭାଗବତିଆ ହଂସ, ଅଭୟ ନାୟକ, ପ୍ରଫୁଲ ବେହେରା, ପ୍ରଦୀପ ସାହୁ ପ୍ରମୁଖ ଯୋଗ ଦେଇ ଶୋକ ସନ୍ତପ୍ତ ପରିବାର କୁ ସମବେଦନା ଦେବା ସହ ଅଶୋକ ର ଅମର ଆତ୍ମା ର ସଦଗତି କାମନା କରିଥିଲେ | ସାନ ଝିଅ ଶିଖାରାଣୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ପୁତୁରା ଫିରୋଜ, ଭଣଜା ସନ୍ଦୀପ, ଶୁଭମ ଓ ବଡ ଝିଅ ଦୀପାଞ୍ଜଳୀ ଉପସ୍ଥିତ ରହି ସଭା ପରିଚାଳନା ରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP