Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ପୋଲସରା ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା -2026 ଅନୁଷ୍ଠିତ |

09-Sep-2026

ପୋଲସରାରେ ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର-୨୦୨୬

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା ୦୯/୦୯/୨୦୨୬:- ----

ଆଜି ଗଞ୍ଜାମ ଜିଲ୍ଲା ପୋଲସରା ସ୍ଥିତ ପ୍ରତିଷ୍ଠିତ ଲିଙ୍ଗରାଜ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୌର ପରିଷଦ ଏବଂ ୨୬  ଗୋଟି ପଞ୍ଚାୟତର ୨୨ ଗୋଟି ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଏବଂ  ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହାତିଓଟ ମିଶାଇ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀର ୨୨ ଜଣ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ। ଭାରତ ଏନର୍ଜି  ବଜେଟ-୨୦୨୬ ବିଷୟ ଉପରେ ମୋଟ ୨୦ ଗୋଟି  ପ୍ରଶ୍ନର ଉତ୍ତର ପ୍ରତିଯୋଗିତା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କରାଯାଇଥିଲା। କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି  ପୋଲସରା ବିଇଓ ଶ୍ରୀ ହର୍ଷବାବୁ ଖାଡ଼ଙ୍ଗା  ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ  ଶୁଭ ଉଦ୍‌ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ହାତିଓଟ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଉମାଶଙ୍କର ଦାସ ଉପସ୍ଥିତ ରହି ସହଯୋଗ କରିଥିଲେ। ପରେ ଉଭୟ  ଅତିଥିବୃନ୍ଦ ପ୍ରତିଯୋଗୀ  ବାଳକ ବାଳିକାମାନଙ୍କୁ ମାର୍ଗଦର୍ଶନ ଦେବାସହ ସେମାନଙ୍କ ସଫଳତା  ଶୁଭ କାମନା କରିଥିଲେ। ପ୍ରତିଯୋଗିତାର ବିଚାରକଭାବେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ବିକାଶ ରଞ୍ଜନ ସାହୁ ଏବଂ ବର୍ତ୍ତିନୀ  ବିଜ୍ଞାନ କଲେଜର ଅଧ୍ୟାପିକା ରଶ୍ମିତା ପାଣିଗ୍ରାହୀ ଯୋଗଦେଇ ପ୍ରତିଯୋଗିମାନଙ୍କ ଠାରୁ ପ୍ରଶ୍ନ ଉତ୍ତର ପଚାରି ବୁଝିଥିଲେ। ପରବର୍ତ୍ତୀ ଦ୍ୱିତୀୟ ଅଧିବେଶନରେ  ପ୍ରଥମ ସ୍ଥାନ ଅଧିକାର କରିଥିବା ଉକ୍ତ  ହାତିଓଟ  ଓଡିଶା ଆଦର୍ଶ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସୋନାକ୍ଷୀ, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା କଳମ୍ବର ପୁରୁଷୋତ୍ତମ  ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ ଛାତ୍ରୀ  ସୁଶ୍ରୀ ବର୍ଷା ମହାନ୍ତି ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ଆୟୋଜକ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ପୋଲସରାର ୯ମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ଗାୟତ୍ରୀ ସାହୁଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା। ଏହି ତିନି ଜଣ କୃତି ଛାତ୍ରୀଙ୍କ ମଧ୍ୟରୁ  କେବଳ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀଜଣକ ଆଗାମୀ ୨୧ ତାରିଖ ସୋମବାର ଦିନ ବ୍ରହ୍ମପୁର ସ୍ଥିତ କେ.ସି. ଟାଉନ୍ ହାଇସ୍କୁଲରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ। କାର୍ଯ୍ୟକ୍ରମରେ ୨୨ ଗୋଟି   ବିଦ୍ୟାଳୟର ଗାଇଡ୍ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ସମେତ ଉକ୍ତ ବାଳିକା ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଏବଂ କର୍ମଚାରୀଗଣ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP