Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ଦୁର୍ଘଟଣା ରେ ଆହତ ଦୁଇ ବ୍ୟକ୍ତି ମେଡିକାଲ ରେ ଭର୍ତ୍ତି ||

09-Sep-2026

ଦୃତ ଗତି ମହା ବିପତ୍ତି, ଭୟଙ୍କର ଦୁର୍ଘଟଣା ର ସମ୍ମୁଖୀନ ହୋଇ ଗୁରୁତର ଦୁଇ ଜଣ ଡାକ୍ତରଖାନାରେ ଭର୍ତ୍ତି। 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :---

ଗଞ୍ଜାମ ଜିଲ୍ଲା କୋଦଳା ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଲଟା ବୁଦା ମଧ୍ୟରେ ଲୁଚି ରହିଥିବା ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଶଙ୍କର ସେଠୀ ନାମକ ଜଣେ ଯୁବକ ଓ ଦିପ୍ତିରାଣୀ ନାୟକ ନାମ୍ନୀ ଜଣେ ୧୮ ବର୍ଷିୟା ଯୁବତୀ ଗୁରୁତର ଆହତ ହୋଇ ବର୍ତ୍ତମାନ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଉଭୟଙ୍କ ଘର ହିଞ୍ଜିଳି ଅଞ୍ଚଳରେ ଓ ପ୍ରେମିକ ଓ ପ୍ରେମିକା ବୋଲି ଜଣାପଡିଛି। ଉଭୟ ଭୋର୍ ସକାଳୁ ଏକ ବଡ ମୋଟରସାଇକେଲ ରେ ବାହାରକୁ କେଉଁ ଆଡେ ଚାଲି ଯାଉଥିବା ବେଳେ ଏହି ଭଳି ଦୁର୍ଘଟଣା ର ସମ୍ମୁଖୀନ ହୋଇ ଗୁରୁତର ଅବସ୍ଥା ରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ପ୍ରଥମେ କୋଦଳା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଉଭୟଙ୍କ ପରିବାର ଖବର ପାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି।

News Comment

You Might Also Like

BACK TO TOP