Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ନାବାଳିକା ଙ୍କୁ ବଳତ୍କାର କରିବା ଅଭିଯୋଗ ରେ 20ବର୍ଷ ଜେଲ ଦଣ୍ଡ ସହ 70 ହଜାର ଜୋରିମାନା |

09-Sep-2026

ନାବାଳିକା ବଳାତ୍କାର କୁ ଜେଲ୍ ଓ ଜରିମାନା ଆଦେଶ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :-----
ବ୍ରହ୍ମପୁର ପୋକ୍ସ ଅଦାଲତ ବିଚାରପତି ୧୪ ଜଣଙ୍କ ସାକ୍ଷ୍ୟ ଙ୍କ ବୟାନ୍ କୁ ଆଧାର କରି ବୃନ୍ଦାବନ ପ୍ରଧାନ ନାମକ ଜଣେ ନାବାଳିକା ବଳାତ୍କାରୀ ଅଭିଯୁକ୍ତ କୁ ୨୦ ବର୍ଷ କାରାଦଣ୍ଡ ଓ ୭୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୯ ମାସ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ଏତଦବ୍ୟତୀତ ପୀଡ଼ିତା କୁ ୫ ଲକ୍ଷ୍ୟ ଟଙ୍କା ସହାୟତା ରାଶି ପ୍ରଦାନ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ବିଚାରପତି ନିର୍ଦେଶ ଦେଇଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଅଭିଯୁକ୍ତ ବୃନ୍ଦାବନ ର ଘର ରମ୍ଭା ଥାନା ଅଞ୍ଚଳରେ ଓ ସେ ଉକ୍ତ ଅଞ୍ଚଳର ଜନୈକା ନାବାଳିକା ଛାତ୍ରୀ କୁ ଅପହରଣ କରି ନିଜ ଘରେ ୩ ଦିନ ଧରି ତାକୁ ବଳତ୍କାର ଓ ଶାରୀରିକ ସମ୍ପର୍କ ରଖିଥିଲା ଓ ପରେ ଘରୁ ବାହାର କରିଦେଇଥିଲା। ପୀଡ଼ିତା ଜଣକ ଘରେ ଆସି ନିଜ ମା କୁ ଏହି ବିଷୟ କହିବା ପରେ ମା ଥାନାରେ ଏତଲା ଦେଇଥିଲେ। ଅଭିଯୋଗ କୁ ଗ୍ରହଣ କରି ପୋଲିସ ଅଭିଯୁକ୍ତ ବୃନ୍ଦାବନ କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

News Comment

You Might Also Like

BACK TO TOP