Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା |

10-Sep-2026

ଲୁକାୟିତ କଳାକୁ ବଜାର ଦେବା ଉପରେ ଗୁରୁତ୍ୱ,
ବାଉଁଶ, କାଠ ଓ ମାଟିର ପାରମ୍ପରିକ ସାମଗ୍ରୀ ରାଜ୍ୟ ବାହାରେ ବିକ୍ରି ନେଇ ଆଲୋଚନା

ଓଡିଶା ଜନମତ ରାୟଗଡା ୯/୯,

କାମେଶ୍ୱର କରକରିଆ :-----

 ରାୟଗଡ଼ା ଜିଲ୍ଲା କଲନରା ବ୍ଲକ ଗୋପାଳବାଡ଼ି ଅନ୍ତର୍ଗତ ଦଂଦେଲି ପଞ୍ଚାୟତରେ ଆଜି ଲୁକାୟିତ କଳା ଓ ପାରମ୍ପରିକ ହସ୍ତଶିଳ୍ପକୁ ବ୍ୟାପକ ବଜାର ଯୋଗାଇବା ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏଥିରେ ଖଦି ମଣ୍ଡଳ ସଭାପତି ଅରବିନ୍ଦ ବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପାରମ୍ପରିକ କଳାକାର ଓ କାରିଗରଙ୍କ ଉତ୍ପାଦିତ ସାମଗ୍ରୀକୁ ଉଚିତ ବଜାର ଯୋଗାଇବା ଉପରେ ଗୁରୁତ୍ୱାରୋପ କରିଥିଲେ।ସମ୍ମିଳନୀରେ ଅଞ୍ଚଳରେ ରହିଥିବା ଲୁକାୟିତ ପ୍ରତିଭା ଓ ପାରମ୍ପରିକ କଳାକୁ ଚିହ୍ନଟ କରି ଏହାକୁ ଲୋକଲୋଚନକୁ ଆଣିବା ସହ ଏହି କଳାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀକୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାଇବା ନେଇ ଆଲୋଚନା ହୋଇଥିଲା। ବିଶେଷକରି ବାଉଁଶରେ ତିଆରି ବିଭିନ୍ନ ସାମଗ୍ରୀ, କାଠରେ ପ୍ରସ୍ତୁତ ହସ୍ତଶିଳ୍ପ ଓ କୁମ୍ଭାରଙ୍କ ହାତରେ ତିଆରି ମାଟି ସାମଗ୍ରୀର ଚାହିଦା ବଢ଼ାଇବା ଉପରେ ଗୁରୁତ୍ୱ ଦିଆଯାଇଥିଲା। କାରିଗରମାନେ ପାରମ୍ପରିକ ପ୍ରଣାଳୀରେ ଦୀର୍ଘଦିନ ଧରି ବିଭିନ୍ନ ଉପଯୋଗୀ ଓ ଆକର୍ଷଣୀୟ ସାମଗ୍ରୀ ପ୍ରସ୍ତୁତ କରୁଥିଲେ ମଧ୍ୟ ଉଚିତ ବଜାର ଅଭାବରୁ ଏହାର ଲାଭ ସେମାନଙ୍କୁ ମିଳିପାରୁନାହିଁ। ତେଣୁ ସ୍ଥାନୀୟ ଅଞ୍ଚଳରେ ବଜାର ସୃଷ୍ଟି କରିବା ସହ ରାଜ୍ୟର ବିଭିନ୍ନ ସ୍ଥାନ ଏବଂ ରାଜ୍ୟ ବାହାରକୁ ମଧ୍ୟ ଏହି ସାମଗ୍ରୀ ବିକ୍ରି ପାଇଁ ପଠାଇବା ନେଇ ପଦକ୍ଷେପ ନିଆଯିବା ଆବଶ୍ୟକ ବୋଲି ସମ୍ମିଳନୀରେ ମତପ୍ରକାଶ ପାଇଥିଲା।
ଏହାଦ୍ୱାରା ଅଞ୍ଚଳର ପାରମ୍ପରିକ କଳା ଓ ସଂସ୍କୃତିର ସୁରକ୍ଷା ସହ କାରିଗର ଓ ଶିଳ୍ପୀମାନଙ୍କ ଆୟ ବୃଦ୍ଧି ହୋଇପାରିବ। ଯୁବପିଢ଼ି ମଧ୍ୟ ଏହି ପାରମ୍ପରିକ କଳା ପ୍ରତି ଆକୃଷ୍ଟ ହୋଇ ନିଜ ଅଞ୍ଚଳରେ ରୋଜଗାରର ସୁଯୋଗ ପାଇପାରିବେ ବୋଲି ଆଲୋଚନା ହୋଇଥିଲା। ସ୍ଥାନୀୟ କଳାକାରଙ୍କ ଉତ୍ପାଦକୁ ଆଧୁନିକ ବଜାର ସହ ଯୋଡ଼ିବା, ଉନ୍ନତ ଡିଜାଇନ୍‌ ଓ ପ୍ୟାକେଜିଂ ମାଧ୍ୟମରେ ବଜାରକରଣ କରିବା ସହ ଅନଲାଇନ୍‌ ଓ ଅଫ୍‌ଲାଇନ୍‌ ବିକ୍ରିର ସୁଯୋଗ ସୃଷ୍ଟି କରିବା ଦିଗରେ ମଧ୍ୟ ଆଲୋଚନା ହୋଇଥିଲା। ଅଞ୍ଚଳର ଏହି ଲୁକାୟିତ କଳାକୁ ବ୍ୟାପକ ପରିଚୟ ଦେବା ସହ କାରିଗରଙ୍କ ଉତ୍ପାଦକୁ ଅଧିକରୁ ଅଧିକ ବିକ୍ରି କରିବା ହିଁ ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ ବୋଲି କୁହାଯାଇଥିଲା।

News Comment

You Might Also Like

BACK TO TOP