Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲକାଙ୍କୁ "ସଂସଦ ରତ୍ନ ସମ୍ମାନ |

10-Sep-2026

ସପ୍ତଗିରି ଉଲାକାଙ୍କୁ ‘ସଂସଦ ରତ୍ନ’ ସମ୍ମାନ

କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ଉତ୍ସବ ଓ ସମ୍ବର୍ଦ୍ଧନା

ଓଡିଶା ଜନମତ ରାୟଗଡା, ୧୦/୯,

କାମେଶ୍ୱର କରକରିଆ :-----

 କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଶଙ୍କର ଉଲାକାଙ୍କୁ ‘ସଂସଦ ରତ୍ନ’ ସମ୍ମାନ ମିଳିଥିବା ଅବସରରେ ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି। ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦଳୀୟ ନେତା ଓ କର୍ମୀମାନେ ଖୁସି ପ୍ରକାଶ କରିବା ସହ ସାଂସଦଙ୍କୁ ଅଭିନନ୍ଦନ ଜଣାଇଥିଲେ। MP ପ୍ରତିନିଧି କୁମାରସ୍ୱାମୀ କୌଶଲ୍ୟାଙ୍କ ନେତୃତ୍ୱରେ ଆୟୋଜିତ ସଭାରେ ବକ୍ତାମାନେ ସାଂସଦ ସପ୍ତଗିରି ଉଲାକାଙ୍କ କାର୍ଯ୍ୟଧାରା ଓ ସଂସଦରେ ତାଙ୍କ ଭୂମିକା ଉପରେ ଆଲୋଚନା କରିଥିଲେ। କୋରାପୁଟ ଲୋକସଭା ଅଞ୍ଚଳର ଜନସାଧାରଣଙ୍କ ବିଭିନ୍ନ ସମସ୍ୟା, ଅଧିକାର ଓ ବିକାଶମୂଳକ ପ୍ରସଙ୍ଗକୁ ସଂସଦରେ ନିରନ୍ତର ଭାବେ ଉଠାଇ ଆସୁଥିବାରୁ ଏହି ସମ୍ମାନ ଅଞ୍ଚଳବାସୀଙ୍କ ପାଇଁ ଗର୍ବର ବିଷୟ ବୋଲି ବକ୍ତାମାନେ କହିଥିଲେ। ଏହି ଅବସରରେ ବ୍ଲକ କଂଗ୍ରେସ ସଭାପତି ନାଗେଶ୍ୱର ରାଓ, ସରପଞ୍ଚ ଗୌତମ ବାଲି, ବ୍ଲକ କଂଗ୍ରେସ କମିଟି ସମ୍ପାଦକ ପ୍ରଶାନ୍ତ ନନ୍ଦ କୌଶଲ୍ୟାଙ୍କ ସମେତ ବହୁ ଦଳୀୟ ନେତା, ଯୁବ କର୍ମୀ ଓ ସମର୍ଥକ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଦଳୀୟ କର୍ମୀମାନେ ପରସ୍ପରକୁ ମିଷ୍ଟାନ୍ନ ବଣ୍ଟନ କରି ଖୁସି ପ୍ରକାଶ କରିଥିଲେ। ସାଂସଦ ସପ୍ତଗିରି ଉଲାକାଙ୍କ ଆଗାମୀ ଦିନର କାର୍ଯ୍ୟକାଳ ଆହୁରି ସଫଳ ହେଉ ଏବଂ ସେ ଅଞ୍ଚଳର ଲୋକଙ୍କ ସ୍ୱାର୍ଥ ପାଇଁ ଆହୁରି ଦୃଢ଼ତାର ସହ କାର୍ଯ୍ୟ କରନ୍ତୁ ବୋଲି ଉପସ୍ଥିତ ନେତା ଓ କର୍ମୀମାନେ ଶୁଭେଚ୍ଛା ଜଣାଇଥିଲେ।

News Comment

You Might Also Like

BACK TO TOP